ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ସଜନାଗଡ଼, ୪।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ସଜନାଗଡ଼ ପଞ୍ଚାୟତ ଡାହିସାହି ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ରାତି ପ୍ରାୟ ୯ଟାରେ ଅଗ୍ନିକାଣ୍ଡ ଘଟି ଗ୍ରାମର ବିଦ୍ୟାଧର ମାଣିକଙ୍କ ୨ ବଖରା ଜଳିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ଆସବାବପତ୍ର, ଧାନ, ଚାଉଳ ପୋଡି ପାଉଁଶ ହୋଇଯାଇଛି। ଖବର ପାଇ ଘଟଣାସ୍ଥଳରେ ନୀଳଗିରିରୁ ଅଗ୍ନିଶମବାହିନୀ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହଯୋଗରେ ନିଆଁକୁ ଆୟତ୍ତ କରିଥିଲା। ବୁଧବାର ପୂର୍ବାହ୍ନରେ ସ୍ଥାନୀୟ ବିଧାୟକ ସୁକାନ୍ତ କୁମାର ନାୟକ ପହଞ୍ଚି ୨ହଜାର ଟଙ୍କା ସହାୟତା କରିଥିବା ବେଳେ ପ୍ରଶାସନସ୍ତରରେ ସାହାଯ୍ୟ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri