ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ସଜନାଗଡ଼, ୪।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ସଜନାଗଡ଼ ପଞ୍ଚାୟତ ଡାହିସାହି ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ରାତି ପ୍ରାୟ ୯ଟାରେ ଅଗ୍ନିକାଣ୍ଡ ଘଟି ଗ୍ରାମର ବିଦ୍ୟାଧର ମାଣିକଙ୍କ ୨ ବଖରା ଜଳିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ଆସବାବପତ୍ର, ଧାନ, ଚାଉଳ ପୋଡି ପାଉଁଶ ହୋଇଯାଇଛି। ଖବର ପାଇ ଘଟଣାସ୍ଥଳରେ ନୀଳଗିରିରୁ ଅଗ୍ନିଶମବାହିନୀ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହଯୋଗରେ ନିଆଁକୁ ଆୟତ୍ତ କରିଥିଲା। ବୁଧବାର ପୂର୍ବାହ୍ନରେ ସ୍ଥାନୀୟ ବିଧାୟକ ସୁକାନ୍ତ କୁମାର ନାୟକ ପହଞ୍ଚି ୨ହଜାର ଟଙ୍କା ସହାୟତା କରିଥିବା ବେଳେ ପ୍ରଶାସନସ୍ତରରେ ସାହାଯ୍ୟ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପ୍ରସ୍ତୁତି ବୈଠକ, ବିପର୍ଯ୍ୟୟ ସମୟରେ…

ଛତ୍ରପୁର,୨ା୧୧(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ଓ ବନ୍ୟାର ମୁକାବିଲା ପାଇଁ ଜିଲାର ସମସ୍ତ ଅଞ୍ଚଳରେ ଆଗୁଆ ପ୍ରସ୍ତୁତି ରଖିବାକୁ ଜିଲାପାଳ ଭି. କୀର୍ତ୍ତି ଭାସନ ନିର୍ଦ୍ଦେଶ ଦେଇଛନ୍ତି।…

‘ଭିଡ଼ ଦେଖାଇବା ପାଇଁ AI-ନିର୍ମିତ ଫଟୋ’, ରାମଲୀଳା ମୈଦାନ କାର୍ଯ୍ୟକ୍ରମକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ ରିଜିଜୁ

ନୂଆଦିଲ୍ଲୀ,୨।୧୧: ଦିଲ୍ଲୀର ରାମଲୀଳା ମୈଦାନରେ ‘ଇଣ୍ଡିଆ’ (INDIA) ମେଣ୍ଟ ପକ୍ଷରୁ ଏକ ରାଲି ଆୟୋଜନ କରାଯାଇଥିଲା, ଯେଉଁଥିରେ ଲକ୍ଷ ଲକ୍ଷ ଲୋକ ଯୋଗ ଦେଇଥିବା ଦାବି କରାଯାଇଛି।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ସମୟରେ ଗୌତମ ଗମ୍ଭୀରଙ୍କ ଦିନିକିଆ ଆୟ କେତେ? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨।୧୧: ଗୌତମ ଗମ୍ଭୀର ୨୦୨୪ରେ ଭାରତୀୟ ପୁରୁଷ କ୍ରିକେଟ ଦଳର ମୁଖ୍ୟ କୋଚ ହୋଇଛନ୍ତି। ବର୍ତ୍ତମାନ ସେ ଟିମ ଇଣ୍ଡିଆ ସହିତ ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ଅଛନ୍ତି, ଯାହା…

ACF ସୌମ୍ୟ ମୃତ୍ୟୁ ମାମଲା: ଆତ୍ମସମର୍ପଣ କଲେ ସ୍ତ୍ରୀ ବିଦ୍ୟାଭାରତୀ

ପାରଳାଖେମୁଣ୍ଡି,୨ା୧୧(ଗିରିଧାରୀ ପରିଚ୍ଛା): ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଶେଷରେ ଆତ୍ମସମର୍ପଣ କରିଛନ୍ତି ସ୍ତ୍ରୀ ତଥା ମାମଲାର ଅଭିଯୁକ୍ତ ବିଦ୍ୟାଭାରତୀ ପଣ୍ଡା। ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍‌ କୋର୍ଟରେ ବିଦ୍ୟାଭାରତୀ…

କଳାହାଣ୍ଡି ଜିଲା ଗଠନ ସମାରୋହରେ ବିଡିଓଙ୍କ ଅନୁପସ୍ଥିତିକୁ ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୨ା୧୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପଞ୍ଚାୟତ ସମିତି ସଭାଗୃହ ପରିସରରେ ୭୭ତମ କଳାହାଣ୍ଡି ଜିଲା ଗଠନ ଦିବସ ସମାରୋହ-୨୦୨୬ ଆନୁଷ୍ଠାନିକ ଭାବେ…

IND vs NZ: ଦିନିକିଆ ସିରିଜ ପୂର୍ବରୁ ନ୍ୟୁଜିଲ୍ୟାଣ୍ଡ ପାଇଁ ବଡ଼ ସମସ୍ୟା; ଏହି ଦୁଇ ଖେଳାଳି…

ନୂଆଦିଲ୍ଲୀ,୨।୧୧: T20 ସିରିଜରେ ପରାଜୟ ବରଣ କରିବା ପରେ, ନ୍ୟୁଜିଲ୍ୟାଣ୍ଡ ବର୍ତ୍ତମାନ ଭାରତ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ODI ସିରିଜ ଜିତିବା ଉପରେ ଧ୍ୟାନ କେନ୍ଦ୍ରିତ…

ଅଷ୍ଟ୍ରେଲୀୟ ଦଳରୁ ବାଦ ପଡ଼ିଲେ ଏହି ୩ ଖେଳାଳି; ଇଂଲଣ୍ଡ ବିପକ୍ଷ ସିରିଜ ପାଇଁ ନୂଆଙ୍କୁ ସୁଯୋଗ

ନୂଆଦିଲ୍ଲୀ,୨।୧୧: କ୍ରିକେଟ ଅଷ୍ଟ୍ରେଲିଆ ଇଂଲଣ୍ଡ ବିପକ୍ଷରେ ହେବାକୁ ଥିବା ଆଗାମୀ ଦିନିକିଆ (ODI) ଏବଂ ଟି-୨୦ ସିରିଜ ପାଇଁ ନିଜ ଦଳ ଘୋଷଣା କରିଛି। ଦିନିକିଆ ଦଳରୁ…

ଲାଞ୍ଜିଗଡ଼ରେ ହାତୀ ଆତଙ୍କ: ଦଳିଚକଟି ନଷ୍ଟ କଲେ ଏକର ଏକର ଚାଷଜମି

ଲାଞ୍ଜିଗଡ଼,୨ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଲାଞ୍ଜିଗଡ଼ ବ୍ଲକ କାନକୁଟ୍ରୁ ପଞ୍ଚାୟତ ଅନ୍ତର୍ଗତ ଉପର କଲାସୁର ଗ୍ରାମରେ ଜଙ୍ଗଲୀ ହାତୀଙ୍କ ଉପଦ୍ରବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?