ଅଗ୍ନିକାଣ୍ଡରେ ଧାନଗଦା ଜଳିଗଲା

ଗଞ୍ଜାମ,୧୫ା୧(ଡି.ଏନ.ଏ.)- ଗଞ୍ଜାମ ବ୍ଲକ ଉମୁରି ଧର୍ମଶରଣପୁର ଗ୍ରାମରେ ବିଦ୍ୟୁତ ତାରରୁ ନିଅଁାଝୁଲ ଖସି ଧାନ ଗଦା ଜଳି ଯାଇଛି। ଖଳାରେ ଥିବା ପ୍ରାୟ ୩୨ ଏକର ଜମିରୁ ଉତ୍ପାଦିତ ୨ଟି ଧାନ ଗଦା ଓ ୪ ପାଳଗଦା ପୋଡି ପାଉଁଶ ହୋଇଯାଇଛି। ହେଲେ କାଳିଆ ଗୌଡ଼, ବିପ୍ର ଗୌଡ଼, କହ୍ନେଇ ଗୌଡ଼, ନମିତା ଗୌଡ଼, ସହଦେବ ଗୌଡ଼ ପ୍ରମୁଖ ଚାଷୀଙ୍କ ଧାନ ଗଦା ପୋଡି ପାଇଁଶ ହୋଇଯାଇଛି। କ୍ଷତିଗ୍ରସ୍ତ ଚାଷୀ ଗରିବ ଶ୍ରେଣୀର ହୋଇଥିବାବେଳେ ବର୍ଷକର ଖାଦ୍ୟ ସହ ରୋଜଗାର ନଷ୍ଟ ହୋଇଥିବାରୁ ଏବେ ମୁଣ୍ଡରେ ହାତଦେଇ ବସିଛନ୍ତି। ଅଗ୍ନିକାଣ୍ଡ ଖବର ପାଇ ଛତ୍ରପୁର ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ମାତ୍ର ସେତେବେଳକୁ ସବୁ ପୋଡି ପାଉଁଶ ହୋଇ ସାରିଥିଲା। ବିପନ୍ନ ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟ ସରପଞ୍ଚ ସଦାଶିବ ଦାଶ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?