ଅଗ୍ନିକାଣ୍ଡରେ ୪ ବଖରା ଜଳିଗଲା

ବେଗୁନିଆପଡ଼ା,୨୩ା୧୧(ଡି.ଏନ.ଏ.): ବେଗୁନିଆପଡ଼ା ବ୍ଲକ କୁମ୍ଭାରଗାଁ ପଞ୍ଚାୟତର ତାଳଗାଁରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୪ ପରିବାରର ୪ ବଖରା ସମ୍ପୂର୍ଣ୍ଣ ପୋଡ଼ିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ମୂଲ୍ୟବାନ ଆସବାବପତ୍ର ଜଳି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। କୋଦଳା ଅଗ୍ନିଶମ ବାହିନୀ ଓ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ନିଆଁକୁ ଆୟତ୍ତ କରାଯାଇଥିଲା। ଅଗ୍ନି ବିପନ୍ନ ମାନେ ହେଲେ ରମେଶ ପଣ୍ଡା, ଭିକାରୀ ବେହେରା, ମଧୁ ବେହେରା, କାଳିଆ ବେହେରା। କୋଦଳା ତହସିଲଦାର ପ୍ରଭାତ କୁମାର ପରିଡ଼ା, ଅତିରିକ୍ତ ତହସିଲଦାର ଅଶୋକ କୁମାର ତ୍ରିପାଠୀ, ସ୍ଥାନୀୟ ସରପଞ୍ଚ ପ୍ରଶାନ୍ତ କୁମାର ତାରେଣୀ, ପ୍ରଭାତ କୁମାର ସାହୁ ପହଞ୍ଚତ୍ କ୍ଷତିଗ୍ରସ୍ତଙ୍କୁ ଆଶ୍ୱାସନା ଦେଇଥିଲେ। କ୍ଷତିଗ୍ରସ୍ତ ପରିବାରୁକୁ ଗୋଟିଏ ଲେଖାଏ ପାଲ ପ୍ରଦାନ କରାଯାଇଥିବା ବେଳେ ପରବର୍ତ୍ତୀ ସମୟରେ ସରକାରଙ୍କ ପକ୍ଷରୁ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ତହସିଲଦାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri