Posted inଖେଳ

ଅଗ୍ରଓ୍ବାଲଙ୍କ ୩ୟ ଶତକ

ଇନ୍ଦୋର,୧୫।୧୧- ସ୍ଥାନୀୟ ହୋଲ୍‌କାର ଷ୍ଟାଡିୟମରେ ଚାଲିଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଟଷ୍ଟରେ ଭାରତୀୟ ଓପନର ମୟଙ୍କ ଅଗ୍ରଓ୍ବାଲ ଶତକ ଅର୍ଜନ କରିଛନ୍ତି। ଏହା ତାଙ୍କ ଟେଷ୍ଟ କ୍ୟାରିୟରର ତୃତୀୟ ଶତକ। ତାଙ୍କର ଏହି ଅପରାଜିତ ଇନିଂସରେ ୧୫ ଚୌକା ଓ ଗୋଟିଏ ଛକା ସାମିଲ ରହିଛି। ଦ୍ୱିତୀୟ ଦିନ ଲଞ୍ଚ ବ୍ରେକ ପରେ ୫୩.୩ ଓଭରରେ ଇବାଦତ ହୋସେନଙ୍କ ବଲକୁ ସ୍କୋୟାର ଲେଗ୍‌ ଅଞ୍ଚଳକୁ ଖେଳି ଦୁଇ ରନ୍‌ ନେଇ ସେ ଶତକ ପୂରଣ କରିଥିଲେ। ଆଜିର ଦିନରେ ୫୦ ବର୍ଷ ତଳେ ଏଠାରେ କିମ୍ବଦନ୍ତୀ ଜି.ଆର. ବିଶ୍ୱନାଥ ପଦାର୍ପଣ ମ୍ୟାଚ୍‌ରେ ଶତକ କରିଥିଲେ। ସେ ମଧ୍ୟ ଅଗ୍ରଓ୍ବାଲଙ୍କ ଭଳି କର୍ନାଟକ ଦଳର ଖେଳାଳି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ମୃତ୍ୟୁ

ବ୍ରହ୍ମପୁର, ୧୫।୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗରରେ ଏକ ଅଭାବନୀୟ ଘଟଣା ବୁଧବାର ଘଟିଛି। ଜଣେ ଯୁବତୀ ଘର ଭିତରେ ନିଜ…

ଭିଟାମାଟି ଛାଡ଼ି ଯିବା ପରେ ବି ପିଛା ଛାଡ଼ିଲାନି ମୃତ୍ୟୁ, ୧୪ ବର୍ଷ ପରେ ଖୋଜିଖୋଜି ମାରିଲା ହାତୀ, ଲୋମ ଟାଙ୍କୁରି ଉଠିବ ଏହି ଘଟଣା

କାଠମାଣ୍ଡୁ, ୧୫।୭: ମୃତ୍ୟୁମୁଖରୁ ବୋଧହୁଏ କେହି ବର୍ତ୍ତିପାରିବେ ନାହିିଁ। ଏହି କଥାକୁ ସତ ପ୍ରମାଣିତ କରି ଦେଖାଇଛି ନେପାଳର ଏକ ଭୟଙ୍କର ଜଙ୍ଗଲୀ ହାତୀ। ଯାହାର ନାଁ…

୯ ଶ୍ରେଣୀକୁ ୩ ଶିକ୍ଷକ: ପାଠପଢାରେ ବ୍ୟାଘାତ: ସ୍କୁଲ ଭିତରେ ଅଭିଭାବକଙ୍କ ଧାରଣା

ରୁପ୍ରା ରୋଡ, ୧୫।୭(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧିନସ୍ତ ଅସୁରଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଓ ଶିଶୁବାଟିକାକୁ ମିଶାଇ ମୋଟ…

ଭରଣପୋଷଣ ଟଙ୍କା ଉପରେ ହାଇକୋର୍ଟଙ୍କ ବଡ଼ ରାୟ: ପରିସ୍ଥିତି ଦେଖି ବଦଳିବ ଟଙ୍କା, ସ୍ୱାମୀଙ୍କ ସବୁ ଦରମା ଉପରେ ନାହିଁ ପତ୍ନୀଙ୍କ ହକ୍!

ନୂଆଦିଲ୍ଲୀ, ୧୫।୭: ଭତ୍ତା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ସ୍ୱାମୀଙ୍କ ଦରମାର ୨୫% ଦେବା ବାଧ୍ୟତାମୂଳକ ନୁହେଁ, ପରିସ୍ଥିତି ଅନୁସାରେ ବଦଳିପାରେ ରାଶି ଆଲ୍ଲାହାବାଦ ହାଇକୋର୍ଟ…

ଇଂଲଣ୍ଡରୁ ପରାସ୍ତ କରିବା ପରେ ବଡ଼ କଥା କହିଲେ ଶୁବମନ ଗିଲ୍‌

ବର୍ମିଂହାମ,୧୫।୭: ପ୍ରଥମ ଦିନିକିଆରେ ଇଂଲଣ୍ଡ ବିପକ୍ଷରେ ୬ ଉଇକେଟରେ ବିଜୟ ହାସଲ କରିଛି। ଭାରତୀୟ ଅଧିନାୟକ ଶୁବମନ ଗିଲ ମଧ୍ୟକ୍ରମ ବ୍ୟାଟସମ୍ୟାନମାନଙ୍କୁ ପ୍ରଶଂସା କରି କହିଛନ୍ତି, ଚାପ…

ବିପଦରେ ସୋନମ ୱାଙ୍ଗଚୁକଙ୍କ ଜୀବନ: ୮.୫ କିଲୋ କମିଲା ଓଜନ, ଅନଶନ ଭାଙ୍ଗିବାକୁ ଦିଲ୍ଲୀ ହାଇକୋର୍ଟରେ ଆବେଦନ

ନୂଆଦିଲ୍ଲୀ,୧୫।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ବିଶିଷ୍ଟ ଶିକ୍ଷାବିତ୍‌ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ଅର୍ନିଦ୍ଦିଷ୍ଟ କାଳୀନ ଅନଶନ ଏବେ ୧୭ ଦିନରେ ପହଞ୍ଚିଛି। ଦେଶର ଶିକ୍ଷା ବ୍ୟବସ୍ଥାରେ…

NDAରେ ସାମିଲ ହେବେ ଶରଦ ପାୱାର? ଅଧରାତିରେ ହୋଇଗଲା ବଡ଼ ଖେଳ, ରାଜନୀତିରେ ହଇଚଇ

ମୁମ୍ବାଇ,୧୫।୭:ମହାରାଷ୍ଟ୍ର ରାଜନୀତିରେ ‘ଅପରେଶନ ଟାଇଗର୍‌’କୁ ନେଇ ଚର୍ଚ୍ଚା ଏବେ ବି ଶାନ୍ତ ପଡ଼ିନଥିବା ବେଳେ ଏକ ନୂଆ ମୋଡ଼ ସାମ୍ନାକୁ ଆସିଛି। ପ୍ରତିଦିନ ନୂଆ ନୂଆ ଆଶଙ୍କା,…

ଦିବ୍ୟାଙ୍ଗଙ୍କୁ ସହାୟତା ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ

ନୂଆପଡ଼ା,୧୫।୭ (ମକାରୁ ବେମାଲ) : ନୂଆପଡ଼ା ଜିଲା ଖରିଆର ରୋଡ୍‌ ଏନ୍‌ଏସି ୱାର୍ଡ ନଂ.୧୬ ଡୁମେରଡିହିର ଅବତ ରାମ ରାଉତଙ୍କ ଝିଅ ପ୍ରିୟା ରାଉତ(୮) ଜନ୍ମରୁ ବିକଳାଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri