ଅଙ୍ଗଦାନ ମହାଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ

ଟିଟିଲାଗଡ଼, ୩୧।୮(ଡି.ଏନ.ଏ.): ରାଜ୍ୟ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ଅଙ୍ଗଦାନ ମହାଦାନ ସଚେତନତା କାର୍ଯ୍ୟକ୍ରମକୁ ଶନିବାର ପତକା ଦେଖାଇ ଶୁଭାରମ୍ଭ କରିଛନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ ମାରୱାଡି ମହିଳା ସମିତି ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମିତି ସଦସ୍ୟା ଏବଂ ସ୍ଥାନୀୟ ମହିଳା ମହାବିଦ୍ୟାଳୟର ଛାତ୍ରୀମାନେ ସାମିଲ ହୋଇଥିଲେ। ସ୍ଥାନୀୟ ମହାବୀର ପଞ୍ଚାୟତି ଧର୍ମଶାଳାରୁ ଏକ ସଚେତନତା ଶୋଭାଯାତ୍ରା ନଗର ପରିକ୍ରମା କରିଥିଲା। କାର୍ଯ୍ୟକ୍ରମରେ ମନ୍ତ୍ରୀ ସାହୁଙ୍କ ସହ ସମିତିର ଅଙ୍ଗଦାନ ପ୍ରମୁଖ ଅନିତା ଗୋଏଙ୍କା, ଅଧ୍ୟକ୍ଷା ଆଶା ଅଗ୍ରୱାଲ, ସଚିବ ସରୋଜ ଅଗ୍ରୱାଲ, ଯୁଗ୍ମସଚିବ ଲତା ଅଗ୍ରୱାଲ, ଉପାଧ୍ୟକ୍ଷା ଉମା ଜୈନ, ରୀତା ମିତଲ, ବବିତା ଅଗ୍ରୱାଲ, ସନ୍ତୋଷ ସୋନି, ଗୀତା ବୈଠାରୁ, ମନିଷା ଖୈତାନ ପ୍ରମୁଖ ଶତାଧିକ କର୍ମକର୍ତ୍ତା ସାମିଲ ହୋଇଥିଲେ। ମରଣ ପରେ ମନୁଷ୍ୟର ଶରୀର ପୋଡି ଭସ୍ମ ହୋଇଯାଉଥିବା ବେଳେ ଚକ୍ଷୁ, କିଡନୀ ଆଦି ଅନେକ ପ୍ରତ୍ୟଙ୍ଗ ଆବଶ୍ୟକ ଲୋକଙ୍କଠାରେ ପ୍ରତ୍ୟାରୋପଣ ହୋଇପାରିବ ବୋଲି ଏହି ଅବସରରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l…

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri