ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଆନ୍ଦୋଳନ

ପୁରୁଷୋତ୍ତମପୁର,୮।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭାରତ ବନ୍ଦର ସମ୍ପୂର୍ଣ୍ଣ ପ୍ରଭାବ ଦେଖାଦେଇଛି। ସହରର ବିଭିନ୍ନ ସ୍ଥାନରେ ଅଙ୍ଗନୱାଡ଼ି କର୍ମୀ, ବିଭିନ୍ନ ବିଦ୍ୟାଳୟର ମଧ୍ୟାହ୍ନଭୋଜନରେ ନିୟୋଜିତ ପାଚିକା,ସହାୟିକା ରାସ୍ତା ଅବରୋଧ କରି ଆନ୍ଦୋଳନ ଚଳାଇଛନ୍ତି। ଏହି ଆନ୍ଦୋଳନ ଯୋଗୁ ଗାଡ଼ିମୋଟର ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଏଥିସହ ୧୨ ଦଫା ଦାବି ନେଇ ଶୋଭାଯାତ୍ରାରେ ବିଭିନ୍ନ ସରକାରୀ ବିରୋଧୀ ସ୍ଲୋଗାନ ଦେଇ ଦୋକାନ ବଜାର ବନ୍ଦ କରିଛନ୍ତି। ନିଖିଳ ଓଡ଼ିଶା ଅଙ୍ଗନୱାଡି କର୍ମୀ ସଂଘ ପୁରୁଷୋତ୍ତମପୁର ବ୍ଲକ ସଭାନେତ୍ରୀ ମମତାଜ୍‌ ଖୁଣ୍ଟିଆ,ସମ୍ପାଦିକା ଏସ୍‌ ଦମୟନ୍ତୀ ଦୋରା, ଉପ ସଭାନେତ୍ରୀ ସୁମିତ୍ରା ଡାକୁଆ, ଉପଦେଷ୍ଟା ସୁଦର୍ଶନ ସ୍ବାଇଁ, ନିନି ପାଢ଼ୀ, ରଞ୍ଜିତା ପଣ୍ଡା, ସଚଳା ନାୟକଙ୍କ ସମେତ ବହୁ ଅଙ୍ଗନୱାଡି କର୍ମୀ, ପାଚିକା ସହାୟିକା ଯୋଗ ଦେଇଥିଲେ। ଥାନା ଏସ୍‌ଆଇ ସୁନିଲ କୁମାର ପ୍ରଧାନ, ଏଏସ୍‌ଆଇ ରବୀନ୍ଦ୍ର ନାଥ ପାଣିଗ୍ରାହୀଙ୍କ ନେତୃତ୍ୱରେ ପୋଲିସ ଫୋର୍ସ ମୁତୟନ ରହି ଆଇନ ଶୃଙ୍ଖଳାକୁ ନିୟନ୍ତ୍ରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?