ଅଙ୍ଗନୱାଡି କର୍ମୀଙ୍କୁ ଦୁର୍ବ୍ୟବହାର, ଅଭିଯୁକ୍ତ ଗିରଫ

ଆସିକା,୬ା୪(ଡି.ଏନ୍‌.ଏ.): ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଅନ୍ତର୍ଗତ ଡି. ସିଙ୍ଗିପୁର ଗ୍ରାମରେ ରବିବାର ସେହି ଗ୍ରାମର ଜଣେ ଅଙ୍ଗନୱାଡି କର୍ମୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗରେ ଜଣେ ଗିରଫ ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମର ବୁଧିଆ ବେହେରା। ତାଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଛି। ଅଙ୍ଗନୱାଡି କର୍ମୀ ଜଣକ ସ୍କୁଟିରେ ଘରକୁ ଫେରୁଥିଲେ। ଗାଁ ଦାଣ୍ଡରେ ବୁଧିଆ ତାଙ୍କୁ ଅଟକାଇ ତାଙ୍କୁ କାହିଁକି ରନ୍ଧାଖାଦ୍ୟ ମିଳୁନାହିଁ ବୋଲି ପଚାରିବା ସହ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ ବୋଲି ଥାନାରେ ଅଭିଯୋଗ ହୋଇଥିଲା। ଏ ନେଇ ନଂ.୮୪/୨୦ରେ ଏକ ମାମଲା ରୁଜୁ କରାଯାଇଥିବା ଥାନା ଅଧିକାରୀ ଧିରେଶ କୁମାର ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri