ଅଙ୍ଗନୱାଡି କେନ୍ଦ୍ର ଆଘେ ଖୁଲା ଟ୍ରାନ୍ସଫର୍ମର

ତୁଣ୍ଡଲା, ୨୯।୭ (ଡି.ଏନ୍‌.ଏ.):  କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବେଲଖଣ୍ଡି ଗୌନ୍ତିଆପଡ଼ାରେ ଥିବାର ଅଙ୍ଗନଓ୍ବାଡି କେନ୍ଦ୍ର ଆଘେ ବିପଦ୍‌ ଅବସ୍‌ତାରେ ଗୁଟେ ବିଦ୍ୟୁତ ଟ୍ରାନ୍ସଫର୍ମର ରହିଛେ। ଯେନ୍‌ଥିରଲାଗି ଅଙ୍ଗନଓ୍ବାଡିରେ ପାଠ୍‌ପଢ଼ୁଥିବାର ଛୋଟ ଛୋଟ ଛୁଆକର ଜୀବନ୍‌ ପରତି ବିପଦ ସୁରୁଷ୍‌ଟି କରୁଥିବାର ଗଁାବାସୀ ଅଭିଯୋଗ କରିଛନ୍‌। କେନ୍ଦ୍ରଠାନୁ ୧୦ ମିଟର ଦୂରେ ଖୁଲାରେ ଇ ଟ୍ରାନ୍ସଫର୍ମର ରହିଛେ। ସେନ୍‌ତା ଅଙ୍ଗନଓ୍ବାଡିର ଚାରହିକୁତି ବି ବାଡ଼ା ନଁାଇଁନ। ଯେନ୍‌ଥିରଲାଗି କେନ୍ଦ୍ରକେ ଆସୁଥିବାର ୩ରୁ ୬ ବରଷର ପିଲାକର ଜୀବନ୍‌ ଉପରେ ବିପଦ ରହିଥିବାର ଗଁାବାସୀ ଅଭିଯୋଗ କରିଛନ୍‌। ଇ ବାବ୍‌ଦେ ଥାନୀୟ ବିଦ୍ୟୁତ୍‌ ବିଭାଗର ଯନ୍ତ୍ରୀକୁଁ ପଚରାଲାରୁ ଠାନ୍‌ଟା ଦେଖିକରି ମୁଇଁ ପଦକ୍ଷେପ ନେମି ବଲି ସେ କହିଥିଲେ। ହେଲେ ଇ ଟ୍ରାନ୍ସଫର୍ମରର ଚାରହିକୁତି ଯେତେ ଜଲଦି ହେବା ବାଡ଼ା ଦେବାକେ ଗଁାବାସୀ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri