ଅଚଳ ଇଭିଏମକୁ ବଦଳାଗଲା

ଚାନ୍ଦବାଲି,୨୯।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମଉସୁଧା ପଞ୍ଚାୟତର ମଉସୁଧା ସ୍କୁଲର ୧୨୬ନଂ ବୁଥ୍‌ରେ ଇଭିଏମ୍‌ରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ଫଳରେ ମତଦାନ ବାଧାପ୍ରାପ୍ତ ହୋଇଛି। ସୋମବାର ସକାଳେ ଭୋଟ ଦେବା ସମୟରେ ଏନେଇ ଜଣାପଡ଼ିବା ପରେ ଗଚ୍ଛିତ ଥିବା ଅନ୍ୟ ଏକ ଇଭିଏମକୁ ସେହି ସ୍ଥାନକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଫୁଲ ତୋଳିବାକୁ ଯାଇଥିଲେ ଆଦିତ୍ୟ, ଛାତରୁ ଖସି ଚାଲିଗଲା ଜୀବନ

ନୀଳଗିରି,୧୭।୯(ପ୍ରଶାନ୍ତ କୁମାର ବିଶ୍ବାଳ): ପୂଜା ପାଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ଘଟିଗଲା ଏକ ବଡ ଅଘଟଣ । ଛାତ ଉପରୁ ଖସିପଡ଼ି ଚାଲିଗଲା ଜୀବନ। ବାଲେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?