ଅଚଳ ହେବାକୁ ବସିଛି ଖୁଚୁରା ଟଙ୍କା

ରାଇସୁଅଁ।, ୧୮।୧(ଡି.ଏନ.ଏ.)- କେନ୍ଦୁଝର ଜିଲା ସଦର ଅଞ୍ଚଳରେ ଖୁଚୁରା ଟଙ୍କା ଅଚଳ ନେଇ ଗୁଜବ ଥମିବାର ନଁ। ଧରୁନି। ଏଭଳି ଗୁଜବ ଯୋଗୁ ଧୀରେ ଧୀରେ ଟଙ୍କିକିଆ ଓ ୨ ଟଙ୍କିଆ କଏନ ଅଚଳ ହେବାକୁ ବସିଛି। ସରକାର ଏହି ୨ କଏନକୁ ଅସିଦ୍ଧ ଘୋଷଣା କରି ନ ଥିଲେ ମଧ୍ୟ କେତେକ ଲୋକ ଏଗୁଡ଼ିକ ଅଚଳ ହୋଇଯାଇଥିବା କହି ମିଥ୍ୟା ପ୍ରଚାର କରୁଛନ୍ତି। ଏପରିକି ଆଲୁମିନିୟମ କିଲୋ ଦରରେ ନିରକ୍ଷର ଲୋକଙ୍କୁ ଭୁତାଇ ନେଇ ଆସୁଥିବା କୁହାଯାଉଛି। ଏହାସହ ବ୍ୟାଙ୍କଗୁଡ଼ିକ ମଧ୍ୟ ଏହି କଏନ ରଖିବାକୁ ମନା କରି ଦେଉଥିବାରୁ ବାଧ୍ୟହୋଇ ବହୁ ଗରିବ ନିରକ୍ଷର ଲୋକ ଅସାଧୁ ଲୋକଙ୍କୁ କିଲୋଦରରେ କଏନଗୁଡ଼ିକୁ ଦେଇ ଦେଉଥିବା ଅଭିଯୋଗ ହେଉଛି। ଲୋକଙ୍କଠାରୁ କଏନ ନେଉଛନ୍ତି। ମାତ୍ର ପାଇକାରୀ ବ୍ୟବସାୟୀମାନେ ସେମାନଙ୍କଠାରୁ ଖୁଚୁରା ଟଙ୍କା ନେବାକୁ ମନା କରୁଛନ୍ତି ବୋଲି ବହୁ ବ୍ୟବସାୟୀ କହିଛନ୍ତି। ଫଳରେ ବାଧ୍ୟହୋଇ ସେମାନେ ଗ୍ରାହକଙ୍କଠାରୁ ଏହି ଟଙ୍କା ନେବାକୁ ମନା କରୁଥିବା ପ୍ରକାଶ କରିଛନ୍ତି। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେବା ସହ କାର୍ଯ୍ୟାନୁଷ୍ଠାନ ନେବାକୁ ସ୍ଥାନୀୟ ଅଞ୍ଚଳର ବହୁ ବୁଦ୍ଧିଜୀବୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

SBIରେ ବାହାରିଲା ୮୦୦ରୁ ଅଧିକ ପଦବୀ ପାଇଁ ନିଯୁକ୍ତି: ଦରମା ୮୦,୦୦୦ ପର୍ଯ୍ୟନ୍ତ, ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ,୧୮।୫: ବ୍ୟାଙ୍କିଂ କ୍ଷେତ୍ରରେ ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଏକ ପ୍ରମୁଖ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। SBI ୮୨୧ଟି ଖାଲି…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ଆଶାକର୍ମୀଙ୍କ ବଢିଲା ଦରମା, ମହିଳାଙ୍କ ମାଗଣା ବସ୍‌ ଯାତ୍ରା…ସରକାରଙ୍କ ବଡ଼ ଘୋଷଣା

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ର ନୂତନ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ୟୁଡିଏଫ ସରକାର…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri