ଅଚାନକ ହସ୍ପିଟାଲ ପରିଦର୍ଶନ କଲେ ଏସ୍‌ପି, ପଚାରି ବୁଝିଲେ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା

ଛତ୍ରପୁର,୧୪।୧୧(ଡି.ଏନ୍‌.ଏ.): ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଗୁରୁବାର ଅଚାନକ ଛତ୍ରପୁର ହସ୍ପିଟାଲ ପରିଦର୍ଶନ କରିବା ସହ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ରୋଗୀଙ୍କୁ ଉତ୍ତମ ସେବା ଯୋଗାଇବା, ଛତ୍ରପୁରରେ ଡାକ୍ତର ରହିବା, ପରିମଳ ବ୍ୟବସ୍ଥା ଠିକ୍‌ ରଖିବାକୁ ଏସ୍‌ପି କହିଥିଲେ। ଏହି ପରିଦର୍ଶନ ବେଳେ ଡାକ୍ତର କାହ୍ନୁ ଚରଣ ପାତ୍ର, ଡିଏସ୍‌ପି ଅଜୟ ମିଶ୍ର, ଉତ୍କଳ କେଶରୀ ଦାସ, ଥାନାଧିକାରୀ ପ୍ରିୟସରଞ୍ଜନ ଛୋଟରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

ମଣ୍ଡପରେ ବରଙ୍କ ମୁହଁ ଦେଖି ଚମକିଗଲେ କନ୍ୟା, ଶିଶୁପାଳ ହୋଇ ଫେରିଲେ ବର

ଚଣ୍ଡିଗଡ଼,୨୦ା୮: ପଞ୍ଜାବର ଫିରୋଜପୁରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ବିବାହ ସମୟରେ ବରକୁ ଦେଖିବା ପରେ କନ୍ୟା ସ୍ପଷ୍ଟ ଭାବେ ବିବାହ କରିବାକୁ ମନା…

‘ତୁମ ବାପା ମଧ୍ୟ ଅଟକାଇ ପାରିବେ ନାହିଁ…’ – ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଖୋଲା ଚ୍ୟାଲେଞ୍ଜ କଲେ ମନ୍ତ୍ରୀଙ୍କ ଝିଅ? ଉଠିଲାଣି ଝଡ଼

ହାଇଦ୍ରାବାଦ,୨୦।୮: ତେଲଙ୍ଗାନା କଂଗ୍ରେସ ଭିତରେ ଚାଲିଥିବା ବିଦ୍ରୋହ ଏବେ ଖୋଲା ଖୋଲି ଦେଖାଯାଇଛି। ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡିଙ୍କ କ୍ୟାବିନେଟର ଜଣେ ବରିଷ୍ଠ ମନ୍ତ୍ରୀଙ୍କ ଝିଅ ସାର୍ବଜନୀନ ଭାବରେ…

କ୍ଷୀର ଦେବା ବନ୍ଦକଲେ ମାଲିକ ଛାଡ଼ିଦେଉଛନ୍ତି ଗାଈ: ଫସଲ ଖାଇ କରୁଛନ୍ତି ନଷ୍ଟ

ଅମରପାଲି,୨୦ା୮(ପୀତାମ୍ବର ସାହୁ): ମାଲିକ ଗାଈ ପାଳନ କରି କ୍ଷୀର ବିକ୍ରି କରୁଛନ୍ତି। ଗାଈ କ୍ଷୀର ଦେଉଥିବା ପର୍ଯ୍ୟନ୍ତ ତାହାର ଯତ୍ନ ନେଉଛନ୍ତି। ହେଲେ କ୍ଷୀର ଦେବା ବନ୍ଦ…

ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ଚାଲିଆସିଲେ ହାତୀପଲ, ବନ କର୍ମଚାରୀ କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ…

ଆସାମର ହୋଜାଇ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଯାହାକି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ରାଜଧାନୀ ଏକ୍ସପ୍ରେସ୍‌ ଯିବାକୁ ଥିବାବେଳେ ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ହାତୀପଲ…

ପ୍ରିନ୍ସିପାଲଙ୍କୁ ୨୭ ଥର ଛୁରା ମାଡ଼ କଲେ ଛାତ୍ର; ‘ବାବୁ’ ଶବ୍ଦ ଖୋଲିଲା…

ନାଲଗୋଣ୍ଡା,୨୦।୮: ତେଲଙ୍ଗାନା ନାଲଗୋଣ୍ଡା ଜିଲାର ଏକ ଘରୋଇ ସ୍କୁଲର ପ୍ରିନ୍ସିପାଲ ରୂପା ରେଡ୍ଡିଙ୍କୁ ତାଙ୍କ ଘରେ ହତ୍ୟା କରାଯିବାର ଏକ ସପ୍ତାହରୁ ଅଧିକ ସମୟ ପରେ, ପୋଲିସ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ଇଣ୍ଡୋନେସିଆରେ ପୁଣି ୫.୭ ତୀବ୍ରତାର ଭୂମିକମ୍ପ

ଜାକର୍ତ୍ତା,୨୦।୮: ଇଣ୍ଡୋନେସିଆର ରୁଟେଙ୍ଗ ନିକଟରେ ୫.୭ ତୀବ୍ରତାର ଭୂମିକମ୍ପ ହୋଇଛି। USGS ଅନୁଯାୟୀ, ଏହାର କେନ୍ଦ୍ରସ୍ଥଳ ରୁଟେଙ୍ଗର ପ୍ରାୟ ୩୨ କିଲୋମିଟର ଉତ୍ତର-ଉତ୍ତରପୂର୍ବ (NNE) ରେ ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri