ଅଜଗର ମାରି କାନ୍ଧରେ ପକାଇ ବୁଲିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ବନବିଭାଗ

ବଡବିଲ,୧୭।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ଯୋଡା ଥାନା କଣ୍ଡରା ଗ୍ରାମର ଜଣେ ଯୁବକ ଏକ ଅଜଗର ସାପକୁ ମାରି କାନ୍ଧରେ ପକାଇ ବୁଲିବା ତାଙ୍କୁ ମହଙ୍ଗା ପଡିଛି। ସମ୍ପୃକ୍ତ ଯୁବକଙ୍କୁ ବନବିଭାଗ କର୍ମଚାରୀ ଗିରଫ କରି ବୁଧବାର କୋର୍ଟଚାଲାଣ କରିଛି। ସେ ହେଲେ ବୁଧୁରାମ ମୁଣ୍ଡା।
ସୂଚନାଅନୁଯାୟୀ, ବୁଧୁରାମ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ଜଙ୍ଗଲରେ ବୁଲୁଥିବାବେଳେ ଏକ ଅଜଗର ଦେଖିବାକୁ ପାଇଥିଲେ। ପରେ ଅଜଗରଟିକୁ ମାରି ନିଜ କାନ୍ଧରେ ପକାଇ ୫୨୦ ନମ୍ବର ଜାତୀୟ ରାଜପଥରେ ବୁଲୁଥିବାବେଳେ ବନବିଭାଗ କର୍ମଚାରୀମାନେ ଖବର ପାଇଥିଲେ। ଏ ନେଇ ବନବିଭାଗ ପକ୍ଷରୁ ଓଆର ୨ ବିଏଲରେ ବନ୍ୟଜନ୍ତୁ ସଂରକ୍ଷଣ ଆଇନ ଅନୁଯାୟୀ ଏକ ମାମଲା ରୁଜୁ ହୋଇଥିଲା। ଅଜଗରଟିର ଲମ୍ବ ପ୍ରାୟ ୧୦ ଫୁଟ୍‌ ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ...

ଟିକେଟ୍‌ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ...

ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ: ୯ ଜଣ ଶ୍ରମିକ ଆହତ

ଭୁବନେଶ୍ୱର,୨।୫: କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ...

ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ...

ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀର ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ମୂଲ୍ୟବାନ ସାମଗ୍ରୀ, ଗୁରତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଛାରଖାର

ବଡବିଲ,୨।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀ ପ୍ରାଇଭେଟ ଲିମିଟେଡ କମ୍ପାନୀର ପ୍ଲାଣ୍ଟ ସ୍ଥିତ ଆକାଉଣ୍ଟ...

କାହିଁକି ଶଗଡ ଚଢି ନାମାଙ୍କନ ଦାଖଲ କରିବାକୁ ଆସିଲେ ମନ୍ମଥ, କହିଲେ କାରଣ…

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିଛନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡିର ମନ୍ମଥ ରାଉତରାୟ ।...

ତେଲକୋଇ ଆସନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ଫକୀର ନାଏକ

କେନ୍ଦୁଝର,୨।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ଗୋଟିଏ...

ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିପାରେ ଭାଜପା: ଅମିତ ଶାହା

ଭୁବନେଶ୍ୱର,୨ା୫: ଆସନ୍ତା ସାଧାରଣ ନିର୍ବାଚନ ୨୦୨୪ ରେ ଦଳ ଓଡିଶାରେ ପ୍ରାୟ ୧୬ ଟି ଲୋକସଭା ଆସନ ଜିତିପାରେ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri