ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ, ପରିଚୟ ଅସ୍ପଷ୍ଟ

କେନ୍ଦୁଝର, ୧୦।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଆଳୁଘାଟି ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜନୈକ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ପରିଚୟ ଜଣାପଡ଼ି ନାହିଁ। ଯୁବକଜଣଙ୍କ ସୋମବାର ବିଳମ୍ବିତ ରାତିରେ ହରିଚନ୍ଦନପୁରରୁ ଭଗାମୁଣ୍ଡା ଅଭିମୁଖେ ଯାଉଥିବା ବେଳେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମଙ୍ଗଳବାର ସକାଳେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାରକରି ବ୍ୟବଚ୍ଛେଦ ନିମନ୍ତେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri