ଅଜଣା ଗାଡ଼ି ଧକ୍କାରେ ୨ ଯୁବକ ମୃତ

ଭବାନୀପାଟଣା,୧୬।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୟପାଟଣା ଥାନା ସର୍ଗିଗୁଡ଼ା ପଞ୍ଚାୟତ ପ୍ରଜା ନାଗଫେଶୀ ଗାଁର ୨ ବ୍ୟକ୍ତିଙ୍କର ଏକ ଅଜଣା ଗାଡ଼ି ଧକ୍କାରେ ରବିବାର ମୃତ୍ୟୁ ଘଟିଛି। ସେମାନେ ହେଲେ ମଧୁ ମାଝି (୩୬) ଓ ହୀରାଲାଲ ଦିସାରୀ (୪୦)।
ପ୍ରକାଶ ଯେ, ମଧୁ ଓ ହୀରାଲାଲ ରବିବାର ସକାଳେ ଝରିଗାଁ ବ୍ଲକ ଚଚାଗାଁରୁ ବାଇକ୍‌ ଯୋଗେ ଗାଁକୁ ଫେରୁଥିଲେ। ପାପଡ଼ାହାଣ୍ଡି ଥାନା ମଇଦଲପୁର ପଞ୍ଚାୟତ ଖଡ଼କା ନିକଟରେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କାଦେଇଥିଲା। ଘଟଣାସ୍ଥଳରେ ମଧୁଙ୍କର ମୃତ୍ୟୁ ଘଟିଥିଲା ବେଳେ ହୀରାଲାଲଙ୍କୁ ଗୁରୁତର ଅବସ୍ଥାରେ ପାପଡ଼ାହାଣ୍ଡି ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri