ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଛେଣ୍ଡିପଦା,୨୦।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ତୁବେ ଗାଁ ଅନନ୍ତା ସାହିର ଏକ ପାଳଗଦା ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୁକ୍ରବାର ସକାଳେ ଏଠାରେ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକ ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଯୁବକଙ୍କ ମୃତଦେହରେ ଅନେକ କ୍ଷତ ଥିବା ଜଣାପଡ଼ିଛି। ଏପରିକି ତାଙ୍କ ମୁଣ୍ଡ ଫାଟିଥିବା ଯୋଗୁ ପଟି ମଧ୍ୟ କରାଯାଇଛି। ବର୍ତ୍ତମାନ ସୁଦ୍ଧା ମୃତ ଯୁବକଙ୍କ ପରିଚୟ ଜଣାପଡ଼ି ନ ଥିବା ବେଳେ କେହି ହତ୍ୟା କରି ଫିଙ୍ଗି ଦେଇଥିବା କୁହାଯାଉଛି। ତେବେ ପୋଲିସ ତଦନ୍ତ ପରେ ପ୍ରକୃତ ଘଟଣା ଜଣପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଆଉ ବ୍ଲେମ ଗେମ୍‌ ନୁହେଁ…’: ଆମେରିକାର ଆକ୍ରମଣ ପରେ ରାଗିଲାଣି ଇରାନ, କହିଛି ‘ଆମେରିକାର ବିଫଳ ରାଷ୍ଟ୍ରପତି…’

ତେହରାନ,୨୭।୬: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଡ୍ରୋନ ଆକ୍ରମଣ ପରେ, ଆମେରିକା ଅନେକ ଇରାନୀ…

IND vs IRE 1st T20I: ଭାରତ ପରାଜୟର ୩ ପ୍ରମୁଖ କାରଣ: ଆୟର୍ଲାଣ୍ଡ ବିପକ୍ଷରେ କାହିଁକି ହାରିଲା ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟ ଇତିହାସରେ ଜୁନ ୨୬ (ଶୁକ୍ରବାର) ଏକ କଳା ଦିନ ଭାବରେ ଲିପିବଦ୍ଧ ହୋଇପାରେ। ଏହି ଦିନ, ପ୍ରଥମ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆ…

ମୌସୁମୀ ବର୍ଷାରେ ବିଳମ୍ବ, ଚାଷୀ ହତାଶ: ଜଳସେଚନ ସୁବିଧା ନାହିଁ

ନୂଆପଡ଼ା,୨୭ା୬ (ମକାରୁ ବେମାଲ):ନୂଆପଡା ଏକ କୃଷିପ୍ରଧାନ ଜିଲା। ଜିଲାର ୯୦ ପ୍ରତିଶତ ଲୋକ କୃଷି ଉପରେ ନିର୍ଭର କରିଥାନ୍ତି। ଜଳସେଚିତ ଅଞ୍ଚଳକୁ ବାଦଦେଲେ ଅଣଜଳସେଚିତ ଅଞ୍ଚଳରେ ଚାଷୀ…

ମହାନଦୀ ଶୁଖିଲା, ସଙ୍କଟରେ ଜୀବନ ଜୀବିକା: ବର୍ଷାକୁ ଚାହିଁ ବସିଛନ୍ତି ଚାଷୀ

ଅମରପାଲି,୨୭ା୬(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲାର ଜୀବନରେଖା ଭାବେ ପରିଚିତ ମହାନଦୀ ଏବେ ଅନେକ ସ୍ଥାନରେ ଶୁଖିଲା ପଡ଼ିଥିବା ଦେଖାଯାଉଛି। ବିଶେଷକରି ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକର ନଦୀକୂଳିଆ ଗ୍ରାମଗୁଡ଼ିକର…

‘ହିଂସାର ମୁକାବିଲା ସମାନ ଭାଷାରେ ଦିଆଯିବ’ – ଇରାନକୁ କଡ଼ା ଚେତାବନୀ ଦେଲେ ଆମେରିକାର ଉପରାଷ୍ଟ୍ରପତି

ଓ୍ବାଶିଂଟନ,୨୭।୬: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ପରେ ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଉତ୍ତେଜନା ଦେଖାଦେଇଛି, ଯାହା ଦୁଇ ଦେଶ ମଧ୍ୟରେ…

ସରିବାକୁ ଯାଉଛି ଧାନ କିଣାବିକା ଅବଧି: ମଣ୍ଡିରେ ପଡିଛି ୪ଲକ୍ଷ ୩୮ହଜାର ବସ୍ତାଧାନ

ପଦ୍ମପୁର, ୨୭।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଗତ ଖରିଫ ଭଳି ଚଳିତବର୍ଷ ରବିରେ ମଧ୍ୟ ମଣ୍ଡିରେ ଧାନ ବିକ୍ରିକୁ ନେଇ ଚାଷୀ ବିଭିନ୍ନ ସମସ୍ୟାର…

ବିପଦସଙ୍କୁଳ ବରଗଡ଼-ଭେଡ଼େନ କେନାଲ: ବାଲିବସ୍ତା ପ୍ୟାଚଅପ୍‌କୁ ବାଉଁଶ ବାଡ଼ ଭରସା

ବରଗଡ଼,୨୭।୬(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। କିନ୍ତୁ ଏପର୍ଯ୍ୟନ୍ତ କେନାଲ ପାଣି ଛଡ଼ାଯାଇ ନାହିଁ। ଅନ୍ୟପଟେ ବରଗଡ଼-ଭେଡ଼େନ କେନାଲର ଥୁକ୍‌ପାଲିସ୍‌ ମରାମତି ଚାଲିଛି। କେନାଲ ପାର୍ଶ୍ୱରେ ବାଲିବସ୍ତା,…

India vs Ireland: ଦ୍ୱିତୀୟ ଟି-୨୦ରେ ଖେଳିବେ ବୈଭବ ସୂର୍ଯ୍ୟବଂଶୀ? ଲଜ୍ଜାଜନକ ପରାଜୟ ପରେ ବଢ଼ିଲା ଅଭିଯୋଗ

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟ ଦଳ ଶୁକ୍ରବାର ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚ ହାରିଗଲା, ବୈଭବ ସୂର୍ଯ୍ୟବଂଶୀଙ୍କୁ ସ୍ଥାନ ନ ଦେବା ନିଷ୍ପତ୍ତିକୁ ନେଇ କଡ଼ା ସମାଲୋଚନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri