Posted inଫୁରସତ

ଅଜବ ପରମ୍ପରା: ଯେଉଁଠି ବର୍ଷର ୫ଦିନ ଦମ୍ପତି ହୁଅନ୍ତି ଅଚିହ୍ନା

ବିଭିନ୍ନ ଦେଶରେ ବିଭିନ୍ନ ପରମ୍ପରା ଏବଂ ପ୍ରଥା ରହିଛି। ଆଜି ବି ଅନେକ ଲୋକ ଅଛନ୍ତି ଯେଉଁମାନେ ଏହି ପୁରୁଣା ପ୍ରଥାର ଅନୁକରଣ କରିଆସୁଛନ୍ତି। ଏହା ଅନେକ ସମୟରେ ଈଶ୍ୱରଙ୍କ ଉପରେ ପ୍ରଚଳିତ ଥିବାବେଳେ ଆଉ କେତେବେଳେ ପୂର୍ବଜଙ୍କୁ ସମ୍ମାନ ଦେବା ଉଦ୍ଦେଶ୍ୟରେ ପାଳନ କରାଯାଏ। ଏଭଳି ଏକ ପ୍ରଥା ରହିଛି ହିମାଚଳ
ପ୍ରଦେଶ ସ୍ଥିତ କୁଲ୍ଲୁର ପିଣି ଗଁାରେ। ଏଠାରେ କାହଁି କେଉଁ କାଳରୁ ବର୍ଷର ୫ଦିନ ଦମ୍ପତି ପରସ୍ପର ପାଇଁ ଅଚିହ୍ନା ହୋଇ ରହିବା ପରମ୍ପରା ପାଳିତ ହୋଇଆସୁଛି। କେହି କାହାରି ସହ କଥାବାର୍ତ୍ତା କରନ୍ତି ନାହଁି କି ହସଖୁସି ହୁଅନ୍ତି ନାହଁି। ଏପରିକି ମହିଳାମାନେ ଗୋଟିଏ ବସ୍ତ୍ରକୁ ୫ଦିନ ଯାଏ ପରିବର୍ତ୍ତନ କରୁ ନ ଥିବାବେଳେ ପୁରୁଷମାନେ ନିଶାଦ୍ରବ୍ୟ ସେବନଠୁ ଦୂରେଇ ରହିଥାନ୍ତି। ୧୭ରୁ ୨୧ ଅଗଷ୍ଟ ପର୍ଯ୍ୟନ୍ତ ଏହି ପରମ୍ପରା ପାଳନ କରାଯାଏ। ବିଶ୍ୱାସ ରହିଛି, ଏହି ପାଞ୍ଚ ଦିନରେ ଗଁାରେ ଆତଙ୍କ ସୃଷ୍ଟିକାରୀ ରାକ୍ଷସଙ୍କ ଦୌରାତ୍ମ୍ୟର ଅନ୍ତ କରିବାକୁ ପ୍ରତ୍ୟକ୍ଷ ଦେବତା ଲାହୁଆ ଏଠାରେ ଆବିର୍ଭାବ ହୋଇଥିଲେ। ଏହି ସମୟକୁ କାଳମାସ ବୋଲି କୁହାଯାଏ। ତେଣୁ ଲାହୁଆ ଦେବତାଙ୍କୁ ସମ୍ମାନ ଜଣାଇ ଗଁାର ପରିବେଶ ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ରଖାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri