Posted inଖେଳ

ଅଜବ ସଂଯୋଗ: ଏହି କ୍ରିକେଟରଙ୍କ ନାଁରେ ରହିଛି ବିଶ୍ୱର ବଡ ବଡ ସହର

ବିଶ୍ୱରେ ଏମିତି କିଛି କ୍ରିକେଟର ଅଛନ୍ତି, ଯେଉଁମାନଙ୍କ ନାଁରେ ବିଶ୍ୱର ବଡ ବଡ ସହର ରହିଛି। ଅବଶ୍ୟ ଏହା ସଂଯୋଗ ମାତ୍ର। କିନ୍ତୁ ଏହି ଖେଳାଳିଙ୍କ କଥା ଉଠିଲେ, ସେହି ସହର କଥା ମନେପଡିଯାଏ। ସେମିତି କିଛି କ୍ରିକେଟରଙ୍କ ବିଷୟରେ ଜାଣନ୍ତୁ।


ଭୁବନେଶ୍ୱର କୁମାର
ଭାରତୀୟ ଦ୍ରୁତ ବୋଲର୍‌ ଭୁବନେଶ୍ୱର କୁମାର ଜଣେ ସଫଳ ଖେଳାଳି ଭାବେ ପରିଚିତ। ୧୧୪ଟି ଏକଦିବସୀୟ ମ୍ୟାଚ୍‌ ଖେଳି ୩୪.୬୦ ହାରରେ ୧୩୨ଟି ଉିକେଟ୍‌ ନେଇଛନ୍ତି। ଟି-୨୦ରେ ୪୦ଟି ମ୍ୟାଚ୍‌ ଖେଳି ୨୫ ହାରରେ ୩୯ଟି ଉକେଟ ନେଇଥିବାବେଳେ ଟେଷ୍ଟରେ ୬୩ଟି ଉଇକେଟ ନେଇଛନ୍ତି। ଭୁବିଙ୍କ ନାଁ ଓଡ଼ିଶାର ରାଜଧାନୀ ଭୁବନେଶ୍ୱର ନାଁ ସହ ମିଶିଯାଏ।

ହାମିଲଟନ୍‌ ମାସକାଡଜା
ଜିମ୍ବାଓ୍ବେ କ୍ରିକେଟର ହାମିଲଟନ୍‌ ମାସକାଡଜାଙ୍କ ନାଁଟି ସଂଯୋଗବଶତଃ ନ୍ୟୁଜିଲାଣ୍ଡର ହାମିଲଟନ୍‌ ସହର ରହିଛି।

ଚାର୍ଲସ କ୍ୱେଭେନଟ୍ରି
ଚାର୍ଲସ କ୍ୱେଭେନଟ୍ରି ଜିମ୍ବାଓ୍ବେ ପକ୍ଷରୁ କ୍ରିକେଟ ଖେଳନ୍ତି। ଇଂଲଣ୍ଡର କ୍ୱେଭେନଟ୍ରି ସହର ସହ ମିଶିଯାଏ।

ଜୋଏଲ୍‌ ପ୍ୟାରିସ୍‌
ଅଷ୍ଟ୍ରେଲିଆର ଜୋଏଲ୍‌ ପ୍ୟାରିସ୍‌ ଆଇପିଏଲରେ ନିଜ ଜଲଓ୍ବା ଦେଖାଇସାରିଛନ୍ତି। ଦିଲ୍ଲୀ ଡେୟାର ଡେଭିଲ୍ସ ପକ୍ଷରୁ ଖେଳୁଥିବା ପ୍ୟାରିସ୍‌ଙ୍କ ନାଁ ବିଶ୍ୱର ସବୁଠୁ ଲୋକପ୍ରିୟ ସହର ‘ପ୍ୟାରିସ୍‌’ ସହ ମିଶିଯାଏ।

ସିଡନୀ ଓ୍ବାର୍ଣ୍ଣସ
ସିଡନୀ ଓ୍ବାର୍ଣ୍ଣସ ଇଂଲଣ୍ଡ ପକ୍ଷରୁ ଖେଳୁଥିଲେ। ତାଙ୍କ ନାଁ ଅଷ୍ଟ୍ରେଲିଆର ପ୍ରସିଦ୍ଧ ସିଡନୀ ସହର ସହ ମିଶିଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri