Posted inଫୁରସତ

ଅଜବ ସିରିଏଲ କିଲର୍‌: ଯିଏ ମଣିଷ ନୁହେଁ, ବିଲେଇକୁ କରନ୍ତି ଟାର୍ଗେଟ

ମଣିଷକୁ ମାରୁଥିବା ସିରିଏଲ କିଲର ବିଷୟରେ ତ ଆପଣ ଶୁଣିଥିବେ, କିନ୍ତୁ ବ୍ରିଟେନରେ ଜଣେ ସିରିଏଲ କିଲର୍‌ ଯିଏ ମଣିଷ ନୁହେଁ, ବିଲେଇକୁ ନିଜର ଟାର୍ଗେଟ କରନ୍ତି। ୨୦୧୪ରେ ଦକ୍ଷିଣ ଲଣ୍ଡନର କ୍ରାଏଡନ୍‌ ସହରରେ ବିଲେଇ ହତ୍ୟା ଖବର ପ୍ରଥମେ ସାମ୍ନାକୁ ଆସିଥିଲା। ଏହାପରେ ସହରର ଅନ୍ୟ ସ୍ଥାନରେ ମଧ୍ୟ ବିଲେଇ ହତ୍ୟା ଖବର ଆସିବା ପରେ ଏହାକୁ ନେଇ ସ୍ଥାନୀୟ ପ୍ରଶାସନର ଚିନ୍ତା ବଢିଥିଲା। କିଏ ସେ ବିଲେଇକୁ ମାରୁଛି ବୋଲି ତଦନ୍ତ ଆରମ୍ଭ ହୋଇଥିଲା। ୨୦୧୫ରେ ଏଭଳି କିଲରକୁ ଖୋଜିବା ପାଇଁ ପୋଲିସ ପକ୍ଷରୁ ଏକ ଟିମ୍‌ ଗଠନ କରାଯାଇଥିଲା। ଯାହାର ନାମ ‘ତାକାହେ’ ରଖାଯାଇଥିଲା। ଏହି ଟିମ୍‌ କିଲରକୁ ଖୋଜିବାରେ ୭୫୦୦ ପାଉଣ୍ଡ ଖର୍ଚ୍ଚ କରିଥିଲେ ମଧ୍ୟ ତା‘ର କୌଣସି ସନ୍ଧାନ ମିଳି ନ ଥିଲା। ପରେ ଜଣେ ସନ୍ଦିଗ୍ଧ ଯୁବକଙ୍କୁ ବିଲେଇ ହତ୍ୟାକାରୀ ଭାବେ ଧରି ଥାନାକୁ ଅଣାଯାଇଥିଲା। କିନ୍ତୁ ପ୍ରମାଣ ଅଭାବରୁ ତାଙ୍କୁ ପୋଲିସ ଛାଡିଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ: ଆମେରିକା ଏୟାରବେସ୍‌ ଉପରେ ଆକ୍ରମଣ କଲା ଇରାନ

ତେହରାନ,୧।୩: ଖାମେନେଇଙ୍କ ପୁଅ ହେଲେ ଇରାନର ସୁପ୍ରିମ ଲିଡର। ମୁଜତାବା ହୋସେନି ଖାମନେଇ ହେଲେ ଇରାନର ନୂଆ ନେତା। ଖାମେନେଇଙ୍କ ପୁଅ ହେଲେ ମୁଜତାବା। ଏୟାର ଷ୍ଟ୍ରାଇକରେ…

ଘରେ ପଶିଲେ କିଛି କହିବା ପୂର୍ବରୁ ଖଣ୍ଡାରେ ହାଣି ଲୁଟିନେଲେ  

ପରଜଙ୍ଗ,୧।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ଗାଁରେ ସଶସ୍ତ୍ର ଡକାୟତ ହୋଇଛି। ବିଳମ୍ବିତ ରାତିରେ ଘରେ ପଶିଲେ କିଛି କହିବା ପୂର୍ବରୁ ଠେଙ୍ଗାରେ ପିଟି…

Iran New Leader: ଖାମେନେଇଙ୍କ ପୁଅ ହେଲେ ଇରାନର ନୂଆ ସୁପ୍ରିମ ଲିଡର, ଆମେରିକାରେ ହାଇ ଆଲର୍ଟ!

ତେହରାନ୍‌,୧।୩: ଖାମେନେଇଙ୍କ ପୁଅ ହେଲେ ଇରାନର ସୁପ୍ରିମ ଲିଡର। ମୁଜତାବା ହୋସେନି ଖାମନେଇ ହେଲେ ଇରାନର ନୂଆ ନେତା। ଖାମେନେଇଙ୍କ ପୁଅ ହେଲେ ମୁଜତାବା। ଏୟାର ଷ୍ଟ୍ରାଇକରେ…

Ali Khamenei Dead: ଖାମେନେଇଙ୍କ ପରେ କିଏ? ରକ୍ତମୁଖା ହେଲା ଇରାନ

ତେହରାନ୍‌,୧।୩: ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇ ଇସ୍ରାଏଲୀ ଏବଂ ଆମେରିକୀୟ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଏହି ଘଟଣା ନିଶ୍ଚିତ ହୋଇଛି ଏବଂ ଇରାନରେ ଏକ ଜାତୀୟ…

ଧର୍ମାନ୍ତରୀକରଣ ଓ ଲଭ୍ ଜିହାଦ

ଆକାର ପଟେଲ ଆମ ଗଣମାଧ୍ଯମ ଏବଂ ହ୍ଵାଟ୍ସଆପ୍ ଗ୍ରୁପଗୁଡ଼ିକରେ ଆମେ ଯେଉଁ ସବୁ ବିଷୟରେ ଆଲୋଚନା ବା ପ୍ରଚାର କରୁଛୁ, ତାହା ମଧ୍ୟରୁ ଗୋଟିଏ। ହେଉ ହେଉଛି…

ମାର୍ଚ୍ଚରୁ ମେ’ ପ୍ରବଳ ଗରମ

ଭୁବନେଶ୍ୱର,୧।୩(ବନ୍ଦନା ସେଠୀ): ମାର୍ଚ୍ଚ ଆରମ୍ଭ ନ ହେଉଣୁ ରାଜ୍ୟରେ ତାପମାତ୍ରା ୩୬ ଡିଗ୍ରୀ ଟପିଛି। ଆଗକୁ ପ୍ରବଳ ଖରାତାତି ଓ ଗରମରେ ଶିଝିବ ସାରା ଓଡ଼ିଶା। ବିଶେଷକରି…

LPG Price Hike: ହୋଲି ପୂର୍ବରୁ ବଡ଼ ଝଟକା! ଆଜିଠୁ ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡର, ନୂଆ ମୂଲ୍ୟ…

ନୂଆଦିଲ୍ଲୀ, ୧।୩: ସାଧାରଣ ଲୋକଙ୍କ ପାଇଁ ବଡ଼ ଝଟକା। ହୋଲି ପୂର୍ବରୁ ୧ ମାର୍ଚ୍ଚରେ ୨୦୨୬ରେ ଏଲପିଜି ଦର ଅପଡେଟ୍ କରାଯାଇଛି। ହୋଲି ପୂର୍ବରୁ ମଧ୍ୟ ଗ୍ରାହକମାନେ…

ଖାମନେଇଙ୍କ ହତ୍ୟାକୁ ନେଇ ଟ୍ରମ୍ପ କଲେ ବଡ଼ ଘୋଷଣା, ବିଶ୍ୱରେ ଚହଳ

ତେହରାନ,୧।୩: ଇସ୍ରାଏଲ ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇଙ୍କ ମୃତ୍ୟୁ ଦାବି କରିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ନିଜେ ଖାମନେଇଙ୍କ ମୃତ୍ୟୁ ଦାବି କରିଛନ୍ତି। ଆମେରିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri