Posted inଜାତୀୟ

ଅଟଳ ଜୀଙ୍କ ପ୍ରଥମ ପୁଣ୍ୟତିଥିରେ ଜାଣନ୍ତୁ କିଛି ଅଜଣା କଥା

ନୂଆଦିଲ୍ଲୀ, ୧୬।୮:୧୯୨୪ ମସିହା ଡିସେମ୍ବର ୨୫ତାରିଖରେ ଅଟଳ ବିହାରୀ ବାଜପେୟୀଙ୍କ ଗୋଆଲିଅର ଜନ୍ମ ହୋଇଥିଲା। ମା’ଙ୍କ ନାମ କ୍ରିଷ୍ଣା ଦେବୀ ଓ ବାପାଙ୍କ ନାମ କ୍ରିଷ୍ଣବିହାରୀ ବାଜପେୟୀ। ବାପା ଥିଲେ ସ୍କୁଲ ଶିକ୍ଷକ ଏବଂ ଜଣେ କବି । ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିଜର ସ୍କୁଲ ଶିକ୍ଷା ଆରମ୍ଭ କରିଥିଲେ ଅଟଳବିହାରୀ ବାଜପେୟୀ ତତକାଳୀନ ଗୋଆଲିଅର ଭିକ୍ଟୋରିଆ କଲେଜ ଓ ବର୍ତ୍ତମାନର ଲକ୍ଷ୍ମୀବାଇ କଲେଜରୁ ଡିଷ୍ଟିଙ୍ଗସନ ସହ ସ୍ନାତକ ଶିକ୍ଷା ସମାପ୍ତ କରିଥିଲେ। ହିନ୍ଦୀ, ଇଂରାଜୀ ଓ ସଂସ୍କୃତରେ ସେ ସ୍ନାତକ କରିଥିଲେ। ଡିଏଭି ମହାବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ।
ଅଟଳ ବିହାରୀ ବାଜପେୟୀ ୯ଥର ଲୋକସଭା ସାଂସଦ ହୋଇଥିବା ବେଳେ ୨ଥର ରାଜ୍ୟସଭାକୁ ମନୋନୀତ ହୋଇଥିଲେ। ସେହିପରି ୩ଥର ଦେଶର ପ୍ରଧାନମନ୍ତ୍ରୀ ହେବାର ସୌଭାଗ୍ୟ ଲାଭ କରିଥିଲେ ବାଜପେୟୀ । ୧୯୯୬ରେ ସେ ୧୩ଦିନ ପାଇଁ ପ୍ରଧାନମନ୍ତ୍ରୀ ହୋଇଥିଲେ । ଏହାପରେ ୧୯୯୮ରେ ୧୧ମାସ ଧରି କ୍ଷମତାରେ ଥିବାବେଳେ ୧୯୯୮ରୁ ୨୦୦୪ରେ ପୁଣି ଥରେ ପ୍ରଧାନମନ୍ତ୍ରୀ ହୋଇଥିଲେ।
ସମ୍ମାନ
୨୦୧୫: ଭାରତ ରତ୍ନ
୧୯୯୪: ଲୋକମାନ୍ୟ ତିଳକ ପୁରସ୍କାରଥ୧୦ଧ
୧୯୯୪: ସର୍ବଶ୍ରେଷ୍ଠ ସାଂସଦ
୧୯୯୪: ଭାରତରତ୍ନ ପଣ୍ଡିତ ଗୋବିନ୍ଦ ବଲ୍ଲଭ ପନ୍ଥ ପୁରସ୍କାର
୧୯୯୩: କାନପୁର ବିଶ୍ୱବିଦ୍ୟାଳୟଦ୍ୱାରା ସମ୍ମାନଜନକ ଡକ୍ଟରେଟ ଉପାଧି
୧୯୯୨: ପଦ୍ମ ବିଭୂଷଣ


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri