Posted inଜାତୀୟ

ଅଟଳ ଟନେଲ୍‌: ହିମାଚଳପ୍ରଦେଶ ସହିତ ଲଦାଖ୍‌ ଏବଂ ଜମ୍ମୁ-କଶ୍ମୀର ମଧ୍ୟରେ ଯୋଗାଯୋଗ ହେବ ସହଜ

ନୂଆଦିଲ୍ଲୀ,୨୫।୧୨: ମନାଲୀଠାରୁ ଲେହ ପର୍ଯ୍ୟନ୍ତ ନିର୍ମିତ ହେଉଥିବା ରୋହତାଙ୍ଗ ଟନେଲ୍‌କୁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଟଳ ଟନେଲ୍‌ ଭାବେ ନାମିତ କରିଛନ୍ତି। ୮.୮ କିଲୋମିଟର ଦୀର୍ଘ ବିଶ୍ୱର ଏହି ଉଚ୍ଚତମ ଟନେଲ୍‌ ନିର୍ମାଣ ପାଇଁ ୨୦୦୫ରେ ୪ ହଜାର କୋଟି ଟଙ୍କା ମଞ୍ଜୁର କରାଯାଇଥିଲା। ଇତିମଧ୍ୟରେ ଏହାର ୮୦ ପ୍ରତିଶତ କାର୍ଯ୍ୟ ଶେଷ ହୋଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ଏହି ଟନେଲ୍‌ ଦ୍ୱାରା ହିମାଚଳପ୍ରଦେଶ ସହିତ ଲଦାଖ୍‌ ଏବଂ ଜମ୍ମୁ-କଶ୍ମୀର ମଧ୍ୟରେ ସହଜରେ ଯୋଗାଯୋଗ କରାଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri