ଆବଶ୍ୟକ ସାମଗ୍ରୀ- ଅଟା- ଏକ କପ୍, ଚିନି – ଏକ କପ୍, ରିଫାଇନ୍ ତେଲ କିମ୍ବା ବଟର- ୧/୪ କପ୍, ଦହି- ୩ ରୁ ୪ ଛୋଟ ଚାମଚ, ଗୁଜୁରାତି- ଗୁଣ୍ଡ (୪ରୁ ୫ଟି), ଅମୁଲ ବା ମିଲ୍କ ପାଉଡର- ୧/୪ କପ୍, କାଜୁ, ଆଲମଣ୍ଡ- ଅଳ୍ପ, ବେକିଂ ପାଉଡର ଓ ବେକିଂ ସୋଡା- ଅଳ୍ପ, କ୍ଷୀର- ୧ କପ୍।
ପ୍ରସ୍ତୁତି ପ୍ରଣାଳୀ- ପ୍ରଥମେ କେକ୍ ଟିନ୍ ଆଣି ସେଥିରେ ସବୁଆଡେ ଭଲରେ ତେଲ ଲଗାଇ ଦିଅନ୍ତୁ। ଏହାପରେ ଏକ ବଡ଼ ପାତ୍ର ଆଣି ସେଥିରେ ରିିଫାଇନ୍ ତେଲ ପକାନ୍ତୁ, ପରେ ସେଥିରେ ଦହି ପକାନ୍ତୁ। ତା’ପରେ ଗୁଜୁରାତି ଗୁଣ୍ଡକୁ ପକାନ୍ତୁ। ଗୁଜୁରାତି ବଦଳରେ ବିଭିନ୍ନ ଏସେନ୍ସ ମଧ୍ୟ ପକାଇପାରିବେ। ଏହାପରେ ଚିନିକୁ ଗ୍ରାଇଣ୍ଡିଂ କରି ଏଥିରେ ମିଶାନ୍ତୁ। ଏବେ ସବୁକୁ ଭଲଭାବେ ଗୋଳାନ୍ତୁ। ଏବେ ସେଥିରେ ଏକ ଚଲାରେ ଅଟାକୁ ଚଲାଇ ଅଟା ପକାନ୍ତୁ। ଏହାପରେ ସେଥିରେ ଅମୁଲ ବା ମିଲ୍କ ପାଉଡର ପକାଇ ସେଥିରେ କ୍ଷୀର ଦେଇ ଭଲଭାବେ ଗୋଳାନ୍ତୁ। ଏବେ ସେଥିରେ ଏକ ଚାମଚ ବେକିଂ ପାଉଡର ଏବଂ ଅଧା ଚାମଚର ବେକିଂ ସୋଡା ପକାଇ ମିଶାନ୍ତୁ। ଏହାପରେ ସେଥିରେ କାଜୁ ଏବଂ ଆଲମଣ୍ଡକୁ ଛୋଟ ଛୋଟ ଖଣ୍ଡ କରି ଏଥିରେ ମିଶାନ୍ତୁ।
କଡେଇକୁ ଚୁଲିରେ କଭର ଦେଇ ୫ ମିନିଟ୍ ଗରମ କରନ୍ତୁ। କେକ୍ ଟିନ୍ରେ କେକ୍ ମିଶ୍ରଣକୁ ଢାଳି ତା’ ଉପରେ କିଛି ଆଲମଣ୍ଡ ସଜାଇ ଏହାକୁ ନେଇ କଡେଇ ଭିତରେ ରଖି ଘୋଡାଇ ଦିଅନ୍ତୁ। ଗ୍ୟାସର ଆଞ୍ଚକୁ ପୂରା କମ୍ କରି ଏହାକୁ ୪୦ ମିନିଟ୍ ପର୍ଯ୍ୟନ୍ତ ରଖନ୍ତୁ। ଏହାପରେ ଏକ କାଠି ଭିତରକୁ ପୂରାଇ କେକ୍ ହୋଇଛି କି ନାହିଁ ଦେଖି ଓହ୍ଲାଇ ଦିଅନ୍ତୁ।
Posted inHome Left, ଜୀବନଚର୍ଯ୍ୟା View All
ସାରା ତେନ୍ଦୁଲକରଙ୍କ ବିବାହକୁ ନେଇ ଚର୍ଚ୍ଚା: ଝିଅର ଜୀବନସାଥୀକୁ ନେଇ ସଚିନ କହିଲେ…
ମୁମ୍ବାଇ,୫।୧୧: କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକରଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଛି। ସାରା ନିଜ ଜନ୍ମଦିନ ସେଲିବ୍ରେଶନ୍ର ଏକ ଭିଡିଓ…
ଏଣିକି ନବମ ଶ୍ରେଣୀରୁ ବିଜନେସ୍ ଶିଖିବେ ପିଲା, NCERT ବହିରେ ଯୋଡ଼ିହେଲା….
ନୂଆଦିଲ୍ଲୀ,୫ା୧୧: ନବମ ଶ୍ରେଣୀର ପାଠ୍ୟପୁସ୍ତକରେ ବଡ଼ ପରିବର୍ତ୍ତନ କରିଛି ଜାତୀୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (NCERT)। ସାମାଜିକ ବିଜ୍ଞାନର ନୂଆ ପୁସ୍ତକର ଦ୍ୱିତୀୟ ଭାଗର…
କେରଳରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ, ମୃତଦେହ ଗାଁକୁ ଫେରାଇ ଆଣିବା ପାଇଁ ଡିଏଲ୍ଓଙ୍କୁ ଭେଟିଲେ ପରିବାରବର୍ଗ
ଛତ୍ରପୁର,୫ା୧୧(ଦିଲ୍ଲୀପ ସାମଲ): କେରଳରେ ସଡ଼କ ଦୁର୍ଘଟଣାରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଝରପୋଖରୀ ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଗ୍ରାମର ଜଗବନ୍ଧୁ ଦାସଙ୍କ…
ଈଶ୍ୱର ବିନ୍ଧାଣୀଙ୍କ ଘରେ ୧୭ ଘଣ୍ଟା ଧରି ଚଢ଼ାଉ କରୁଥିଲା ଇଡି, ଆସିଲା ବଡ଼ ଟ୍ବିଷ୍ଟ୍; ଘରୁ ମିଳିଲା….
ଉଦଳା,୫।୧୧(ସନ୍ତୋଷ କୁାର ବାଛିନି): ବେଆଇନ ଆର୍ଥିକ କାରବାର ଓ ୧୨୨ କୋଟି ଟଙ୍କାର ଠକେଇ ଅଭିଯୋଗରେ ଜଣେ ବ୍ୟକ୍ତିଙ୍କ ଘରେ ଦୀର୍ଘ ୧୭ ଘଣ୍ଟା ଧରି ଚଢ଼ାଉ…
ବରିଷ୍ଠ ଅଧିକାରୀଙ୍କୁ ବିଧାୟକଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଜିଲାପାଳଙ୍କୁ ଦାବିପତ୍ର, ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି…
ଛତ୍ରପୁର,୫ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ବିପର୍ଯ୍ୟୟ ସମୟରେ ଗଞ୍ଜାମ ଜିଲାବାସୀଙ୍କୁ ବିପଦରୁ ଉଦ୍ଧାର, ଥଇଥାନ ଓ ରିଲିଫ ଯୋଗାଣ ପାଇଁ ପ୍ରଶାସନିକ ଅଧିକାରୀ ଓ…
ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢ଼ିଲା ମହଙ୍ଗା ଭତ୍ତା, ଏବେ ମିଳିବ ଏତେ ଟଙ୍କା ଏରିୟର
ନୂଆଦିଲ୍ଲୀ, ୫।୧୧: ପାର୍ବଣ ଋତୁରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଜ କର୍ମଚାରୀ ଓ ପେନସନଭୋଗୀଙ୍କ ଉପରେ ଉପହାର ବର୍ଷା ଜାରି ରହିଛି। ରାଜସ୍ଥାନ, ମଧ୍ୟପ୍ରଦେଶ, ତାମିଲନାଡୁ ଓ…
ଦ୍ୱିତୀୟ ଦିନିକିଆ ପୂର୍ବରୁ ଭାରତକୁ ଝଟ୍କା! ଦଳରୁ ବାଦ୍ ପଡିଲେ ଷ୍ଟାର୍ ଖେଳାଳି, ପ୍ଲେଇଂ-୧୧ କିଏ ସ୍ଥାନ ପାଇଲେ ଦେଖନ୍ତୁ…
ନୂଆଦିଲ୍ଲୀ, ୫।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହୋଇଯାଇଛି। ଉଭୟ ଦେଶ ମଧ୍ୟରେ ମୋଟ ୫ଟି ମ୍ୟାଚ ଖେଳାଯିବ। ପ୍ରଥମ ମୁକାବିଲାରେ ଟିମ…
ଯୋଗାଣ ବିଭାଗର ଚଢ଼ାଉ: ଯାତ୍ରୀବାହୀ ବସ୍ରୁ ଜବତ ହେଲା ଗ୍ୟାସ ଭର୍ତ୍ତି ସିଲିଣ୍ଡର
ବସ୍ତା,୫ା୧୧(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଗାନ୍ଧୀ ଛକଠାରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଯୋଗାଣ ବିଭାଗ ପକ୍ଷରୁ ଅତର୍କିତ ଚଢାଉ କରାଯାଇଛି। ଏହି ଚଢ଼ାଉରେ ବାଲିଆପାଳରୁ…

