Posted inଫୁରସତ

ଅଟା ଫିଙ୍ଗା ପର୍ବ, ନିୟମ ଭାଙ୍ଗିଲେ ଦେବାକୁ ପଡ଼େ…

ସ୍ପେନ୍‌: ୨୦୦ ବର୍ଷ ଧରି ସ୍ପେନ୍‌ରେ ଏକ ଭିନ୍ନ ପର୍ବ ପାଳନ କରାଯାଇଆସୁଛି। ଏହାକୁ ଫୁଡ୍‌ ଫେଷ୍ଟିଭାଲ୍‌ ମଧ୍ୟ କୁହାଯାଏ। ଏହି ପର୍ବରେ ଲୋକେ ଅଟା ଏବଂ ହର୍ବାଲ ରଙ୍ଗକୁ ବ୍ୟବହାର କରି ଖେଳିଥା’ନ୍ତି। ପ୍ରତିବର୍ଷ ଡିସେମ୍ବର ୨୮ରେ ସ୍ପେନ୍‌ର ଆଇବିଆଇରେ ଏହି ପର୍ବ ଆୟୋଜନ କରାଯାଇଥାଏ।

ବିଶେଷକରି ପର୍ବଟି ବନ୍ଧୁତା ଏବଂ ପ୍ରେମର ପ୍ରତୀକ ଅଟେ। ସକାଳ ୮ଟାରୁ ଏହି ପର୍ବ ଆରମ୍ଭ ହୋଇ ଅପରାହ୍ନ ୨ଟାରେ ଶେଷ ହୋଇଥାଏ। ଦୁଇଟି ଟିମ୍‌ ମଧ୍ୟରେ ଏହି ପର୍ବ ପାଳନ କରାଯାଏ। ଏଥିରେ ମହିଳା ବି ସାମିଲ ଥା’ନ୍ତି। ଦୁଇଟି ଦଳ ଭିନ୍ନ ଭିନ୍ନ ପୋଷାକ ପିନ୍ଧିଥା’ନ୍ତି। ବିଶେଷକରି ଯୁବଗୋଷ୍ଠୀ ଏହି ଖେଳରେ ଭାଗ ନେଇଥା’ନ୍ତି। ଯିଏ ଏଥିରେ ଭାଗ ନ ନିଏ ତାକୁ ଜରିମାନା ଦେବାକୁ ପଡ଼ିଥାଏ। ଏହି ଜରିମାନାଙ୍କୁ ଦାନ କରିଦିଆଯାଏ।
ଏହି ଫେଷ୍ଟିଭାଲ୍‌ରେ ଜାପାନ, ଦକ୍ଷିଣକୋରିଆ, ବ୍ରିଟେନ୍‌ ସମେତ ୧୨ଟି ଦେଶର ପର୍ଯ୍ୟଟକମାନେ ମଧ୍ୟ ଭାଗ ନେଇଥା’ନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri