ଅଟୋ ଉଦ୍ୟୋଗରେ ମାନ୍ଦାବସ୍ଥା;ଇ-ଯାନ ନୀତି ଲାଗୁ ନେଇ ସରକାରଙ୍କ ପଛଘୁଞ୍ଚା

ନୂଆଦିଲ୍ଲୀ,୨୧-୮: ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଛାଇ ଯାଇଥିବାରୁ ଦେଶର ଅର୍ଥନୀତି ଉପରେ ଏହାର ଗଭୀର ପ୍ରଭାବ ପଡିବା ଆରମ୍ଭ ହୋଇଛି। ଏହାକୁ ଦେଖି କେନ୍ଦ୍ର ସରକାର ଭୟଭୀତ ହୋଇଛନ୍ତି। ଦେଶରେ ଇଲେକ୍ଟ୍ରିଯାନ ପ୍ରଚଳନ ଲାଗି ସରକାର ତରବରିଆ ନିଷ୍ପତ୍ତି ନେଇଥିଲେ। ଏବେ ଏହାକୁ ଧିମେଇ ଦେବା ଲାଗି ଆଗଭର ହେଲେଣି। ମିଡିଆ ରିପୋର୍ଟ ଅନୁଯାୟୀ, ୨୦୨୩ ପରେ ଇଣ୍ଟରନାଲ କମ୍ବଶନ ଇଞ୍ଜିନ(ଆଇସିଇ)ଥିବା ତିନି ଚକିଆ ଓ ୧୫୦୦ ସିସିର ଇଞ୍ଜିନ ଥିବା ଦୁଇଚକିଆ ଗାଡ଼ି ବିକ୍ରି ଉପରେ କଟକଣା ଲଗାଇବାକୁ ସରକାର ଚିନ୍ତା କରୁଥିଲେ। ଏବେ ଏଥିରୁ ଓହରି ଆସିବାକୁ ସରକାର ଚାହୁଁଛନ୍ତି। ସମ୍ପୂର୍ଣ୍ଣ ଅଟୋ ସେକ୍ଟରକୁ ବାଧା ନ ପହଞ୍ଚାଇ ଧୀରେ ଧୀରେ ଇଲେକ୍ଟ୍ରିକ ଯାନ ପ୍ରଚଳନ କରିବା ଲାଗି ସରକାରଙ୍କ ଗୋଟିଏ ପକ୍ଷ ପ୍ରସ୍ତାବ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri