ଅଟୋ-କାର ଧକ୍କା: ଜଣେ ମୃତ, ୪ ଆହତ

କୁକୁଡାଖଣ୍ଡି,୨୩ା୧(ଡି.ଏନ.ଏ.)-ସଦର ଥାନା ଅନ୍ତର୍ଗତ ବ୍ରହ୍ମପୁର-ଦିଗପହଣ୍ଡି ରାସ୍ତା ଆମ୍ବଗଡ ନିକଟରେ ବୁଧବାର ମଧ୍ୟରାତିରେ ଏକ ଅଟୋ ଓ କାର ମୁହଁ।ମୁହିଁ ଧକ୍କା ହେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅଟୋ ଡ୍ରାଇଭର ଗୌତମୀ ଗ୍ରାମର କାମନା ସ୍ବାଇଁ(୪୦)। ଗୌତମୀର ଗୋଟିଏ ପରିବାରର ଲଡୁ କିଶୋର ମହାରଣା (୫୮), ପଦ୍ମାବତୀ (୪୭), ଶର୍ମିଷ୍ଠା (୩୮), ଚିନ୍ମୟୀ (୯) ଆହତ ହୋଇଛନ୍ତିି। ସେମାନଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରକାଶ ଯେ, ଆହାତମାନେ ଅଟୋରେ ଲାଠିରୁ ଏକ ଭୋଜି ସାରି ଗ୍ରାମକୁ ଫେରୁଥିଲେ। ଏହି ସମୟରେ ବିଶ୍ୱଜିତ ପାଣିଗ୍ରାହୀ ନିଜ କାରରେ ମାଲକାନାଗିରିରୁ ବ୍ରହ୍ମପୁର ଫେରୁଥିବା ବେଳେ ଆମ୍ବଗଡ ନିକଟରେ ଅଟୋ ସହ ଧକ୍କା ହୋଇଥିଲା। ଫଳରେ ଅଟୋଟି ଓଲଟି ପଡିଥିଲା। ଏ ନେଇ ପୋଲିସ ନଂ. ୨୦/୨୦ରେ ଏକ ମାମଲା ରୁଜୁ କରି କାର ଚାଳକଙ୍କୁ କୋର୍ଟ ଚାଲାଣ କରିଥିବା ସଦର ଥାନାରୁ ସୂଚନା ମିଳିିିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri