ଅଟୋ-ବାଇକ ମୁହଁାମୁହିଁ, ଜଣେ ମୃତ

ବାଲିଗୁଡା/ତୁମୁଡିବନ୍ଧ,୨୯ା୫(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ ତୁମୁଡିବନ୍ଧ ବ୍ଲକ ଡ଼ଡ଼ଙ୍ଗ ନିକଟ ଏନ୍‌ଏଚ୍‌.୫୯ରେ ଅଟୋ-ବାଇକ ମୁହଁାମୁହିଁ ଧକ୍କା ହେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲିଗୁଡା ବ୍ଲକ ବାରଖମା ଗ୍ରାମର ଦୀନବନ୍ଧୁ ପାତ୍ର।
ଦୀନବନ୍ଧୁ ଏକ ବାଇକ ଯୋଗେ ଜଲେଶପଟ୍ଟା ସ୍ଥିତ ଭାଇ ଘରକୁ ଶୀତଳଷଷ୍ଠୀ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଟୋ (ନଂ.ଓଡି୧୨ସି-୬୯୫୭) ସହ ମୁହଁାମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଦୀନବନ୍ଧୁଙ୍କ ମୃତ୍ୟୁ ହୋଇଥିଲା। ତୁମୁଡ଼ିବନ୍ଧ ଥାନା ଅଧିକାରୀ ବାବାଶଙ୍କର ସରାଫ ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇବା ସହ ଏକ ମାମଲା ରୁଜୁକରି ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା…

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?