Posted inଜାତୀୟ

ଅଣ୍ଡର ଓ୍ବାଲ୍ଡ ଡନ୍‌ ଦାଉଦ୍‌ଙ୍କ ୧୪ ସ୍ଥାବର ସମ୍ପତ୍ତି ହେବ ନିଲାମ

ନୂଆଦିଲ୍ଲୀ,୨୩।୪: ଅଣ୍ଡର ଓ୍ବାଲ୍ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ୧୪ଟି ସ୍ଥାବର ସମ୍ପତ୍ତିର ନିଲାମ କରାଯିବା ପାଇଁ ଯୋଜନା କରାଯାଉଛି। ଆଣ୍ଟି ସ୍ମଗଲିଙ୍ଗ୍‌ ଏଜେନ୍ସି ସାଫେମା(ସ୍ମଗଲିଙ୍ଗ୍‌ ଆଣ୍ଡ ଫରେନ୍‌ ଏକ୍ସଚେଞ୍ଜ୍‌ ମାନ୍ୟୁପୁଲେଟରର୍ସ ଆକ୍ଟ)ପକ୍ଷରୁ ଏନେଇ ଉଦ୍ୟମ ଜାରି ରହିଛି। ଏସବୁ ସମ୍ପତ୍ତି ମହାରାଷ୍ଟ୍ରର ରଲାଗିରି ଜିଲା ଅନ୍ତର୍ଗତ ମୁମ୍ବକେ କସବେ ଅଞ୍ଚଳର ଖେଣ୍ଡ୍‌ ଗାଁରେ ରହିଛି। ଏସବୁ ସ୍ଥାବର ସମ୍ପତ୍ତି ଦାଉଦ୍‌ଙ୍କ ଭଉଣୀ ହସିନା ପାରକର୍‌ ଏବଂ ମା’ଙ୍କ ନାମରେ ରହିଛି। ସେଥିମଧ୍ୟରେ ଏକ ୩ ମହଲା ବିଶିଷ୍ଟ ବଙ୍ଗଳା ରହିଛି। ଏଠାକୁ ପୂର୍ବରୁ ଦାଉଦ୍‌ ଯିବା ଆସିବା କରୁଥିଲେ। ସୂଚନାଯୋଗ୍ୟ, ଗତ ଦୁଇ ସପ୍ତାହ ତଳେ ହସିନା ପାରକରଙ୍କ ୧.୮ କୋଟି ଟଙ୍କାର ଫ୍ଲାଟ୍‌ ନିଲାମ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri