Posted inଖେଳ

ଅତିରିକ୍ତ ୭୫ ଲକ୍ଷ ଟଙ୍କା ସହାୟତା ଦେଲା ହକି ଇଣ୍ଡିଆ; ଅନିର୍ବାଣ ଲାହିରୀ ଦେଲେ ୭ଲକ୍ଷ

ନୂଆଦିଲ୍ଲୀ, ୪/୪: କୋଭିଡ-୧୯ ମହାମାରୀ ମୁକାବିଲା ପାଇଁ ହକି ଇଣ୍ଡିଆ ପୁଣି ଥରେ ସହାୟତା ର ହାତ ବଢ଼ାଇଛି। ହକି ଇଣ୍ଡିଆ ଶନିବାର ଆଉ ୭୫ ଲକ୍ଷ ଟଙ୍କା ଦାନ କରିଛି। ପୂର୍ବରୁ ହକି ଇଣ୍ଡିଆ ଗତ ୧ ତାରିଖ ରେ୨୫ ଲକ୍ଷ ଟଙ୍କା ପ୍ରଦାନ କରିଥିଲା। ପ୍ରଧାନ ମନ୍ତ୍ରୀ କେୟାର୍ସ ଫଣ୍ଡ କୁ ୭୫ ଲକ୍ଷ ଟଙ୍କା ଦାନ ଦେବାକୁ ହକି ଇଣ୍ଡିଆ କାର୍ଯ୍ୟକାରୀ ବୋର୍ଡ ଏ ସଂକ୍ରାନ୍ତ ରେ ନିଷ୍ପତ୍ତି ନେଇଥିଲା। ବିଗତ ଦିନ ରେ ଆମେ ଦେଶର ନାଗରିକଙ୍କ ଠାରୁ ସବୁ ପ୍ରକାର ସମର୍ଥନ ପାଇଛୁ। ଏବେ ରୁଣ ସୁଝାଇବା ର ବେଳ ଅସି ପହଞ୍ଚିଛି ବୋଲି ହକି ଇଣ୍ଡିଆ ଅଧକ୍ଷ ମହମ୍ମଦ ମୁସ୍ତାକ ଅହମ୍ମଦ କହିଛନ୍ତି।
ସେହିପରି ଜଣାଶୁଣା ଗଲ୍ଫ ତାରକା ଅନିର୍ବାଣ ଲହରି ମଧ୍ୟ ପ୍ରଧାନ ମନ୍ତ୍ରୀ କେୟାର୍ସ ଫଣ୍ଡ କୁ କୋଭିଡ-୧୯ ମୁକାବିଲା ପାଇଁ ୭ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ଜୋମାତ୍ ଫିଡିଂ ଇଣ୍ଡିଆ ଇନିଶିଏଟିଭ୍ ମଧ୍ୟମ ରେ ୧୦୦ ପରିବାର କୁ ଖାଦ୍ୟ ଦେବା ପାଇଁ ଅନିର୍ବାଣ ସହାୟତା ର ହାତ ବଢ଼ାଇ ଚନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ମେସିଙ୍କୁ ବଡ଼ ଗିଫ୍ଟ ଦେଲେ ଅନନ୍ତ ଅମ୍ବାନୀ: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସି ଜାମନଗରର ବନତାରା ବନ୍ୟପ୍ରାଣୀ ସଂରକ୍ଷଣ କେନ୍ଦ୍ର ପରିଦର୍ଶନ କରିଥିଲେ। ମେସି ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ପ୍ରତିଷ୍ଠିତ କେନ୍ଦ୍ରରେ ପାରମ୍ପରିକ ରୀତିନୀତିରେ...

Stokes-Archer Fight VIDEO: ବେନ୍ ଷ୍ଟୋକ୍ସ ଏବଂ ଜୋଫ୍ରା ଆର୍ଚରଙ୍କ ମଧ୍ୟରେ କାହିଁକି ହେଲା ଝଗଡ଼ା?

ନୂଆଦିଲ୍ଲୀ,୧୮।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ଆସେସ୍ ଟେଷ୍ଟରେ ଇଂଲଣ୍ଡର ଖରାପ ପ୍ରଦର୍ଶନର ପ୍ରଭାବ ପଡ଼ିବା ଆରମ୍ଭ ହୋଇଛି । ସେଥିପାଇଁ ଇଂଲଣ୍ଡ ଅଧିନାୟକ ଏବଂ ଖେଳାଳିମାନେ...

IND vs SA 4th T20I: ଭରରତ-ସାଉଥ ଆଫ୍ରିକା ମ୍ୟାଚ ରଦ୍ଦ ହେଲେ ବୁଡ଼ିଯିବ କି ଦର୍ଶକଙ୍କ ଟିକେଟ ଟଙ୍କା? ଜାଣନ୍ତୁ କ’ଣ ରହିଛି BCCIର ନିୟମ

ନୂଆଦିଲ୍ଲୀ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଗୋଟିଏ ବି ବଲ ଖେଳି ନଯାଇ ବାତିଲ କରାଯାଇଥିଲା। ଘନ...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri