ଅତ୍ୟାବଶ୍ୟକ ଦ୍ରବ୍ୟ ଅଧିନିୟମ: ମାସ୍କ୍‌-ସାନିଟାଇଜର ଅଧିକ ଦାମରେ ବିକିଲେ ଜେଲଦଣ୍ଡ

ନୂଆଦିଲ୍ଲୀ,୨୧।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ପକ୍ଷରୁ ଦେଶବ୍ୟାପି ଅତ୍ୟାବଶ୍ୟକ ଦ୍ରବ୍ୟ ଅଧିନିୟମ-୧୯୫୫ ଜାରି କରାଯାଇଛି। ଏହି ଅଧିନିୟମ ଅନ୍ତର୍ଗତ ଅତ୍ୟାବଶ୍ୟକ ଦ୍ରବ୍ୟ ଅଧିକ ଦାମରେ ବିକିଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଜେଲଦଣ୍ଡାଦେଶ କରାଯିବାର ବ୍ୟବସ୍ଥା ରହିଛି। ଦେଶରେ କରୋନା ସଂକ୍ରମଣର ମୁକାବିଲା ଲାଗି ମାସ୍କ୍‌ ଓ ସାନିଟାଇଜର ଅଧିକ ଦାମରେ ବିକିଲେ ଏହି ଅଧିନିୟମ ଅନୁସାରେ ଦଣ୍ଡାଦେଶ କରାଯିବ। ଆଗାମୀ ଜୁନ୍‌ ୩୦ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। କରୋନାଠାରୁ ଦୂରେଇ ରହିବା ଲାଗି ମାସ୍କ୍‌ ଓ ସାନିଟାଇଜରକୁ ଅତ୍ୟାବଶ୍ୟକ ଦ୍ରବ୍ୟ ଭାବେ ସରକାର ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri