ଅଧିକ ଟେଷ୍ଟ କଲେ ଅଧିକ ପଜିଟିଭ୍‌ ଆସିବ; ଭୟଭୀତ ହୁଅନ୍ତୁ ନାହିଁ: ଶାଳିନୀ ପଣ୍ଡିତ

ଭୁବନେଶ୍ୱର,୭।୫(ବ୍ୟୁରୋ): ଅଧିକ ଟେଷ୍ଟ ହେଲେ ଅଧିକ ପଜିଟିଭ୍‌ ମାମଲା ଆସିବ। ଏନେଇ ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଗୁରୁବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨ ମାସ ତଳେ କେବଳ ଆର୍‌ଏମ୍‌ଆର୍‌ସିରେ ଦିନକୁ ୧୦ଟି ଟେଷ୍ଟ ହେଉଥିଲା। ମାସକ ତଳେ ୨୫୦,୧୫ ଦିନ ତଳେ ଦିନକୁ ୧ହଜାର ଟେଷ୍ଟ ହେଉଥିଲା। ଏବେ ୮ଟି ଲ୍ୟାବ୍‌ରେ ଦିନକୁ ୩ ହଜାରରୁ ଅଧିକ ଟେଷ୍ଟ କରାଯାଉଛି। ଗୁରୁବାର ସୁଦ୍ଧା ଆମେ ୫୦ହଜାରରୁ ଅଧିକ ସାମ୍ପଲ ଟେଷ୍ଟ କରିଛୁ। ଅଧିକ ଟେଷ୍ଟ କଲେ ଅଧିକ ପଜିଟିଭ୍‌ ଜଣାପଡ଼ିବ। ଏହାର ଅର୍ଥ ସଂକ୍ରମିତଙ୍କୁ ତୁରନ୍ତ ଚିହ୍ନଟ କରିବା। ତ୍ୱରିତ ଟେଷ୍ଟ ଦ୍ୱାରା ଆମେ ୪ ଶହ ଲୋକଙ୍କୁ ସଂକ୍ରମଣ ହେବାରୁ ରକ୍ଷା କରିଛୁ। ଅଧିକ ପଜିଟିଭ୍‌ ଆସିଲେ ଭୟଭୀତ ନ ହେବାକୁ ସେ ମଧ୍ୟ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri