Posted inଜାତୀୟ

ଅଧିକ ପରିଶ୍ରମ କରିବା ପାଇଁ ମହାରାଷ୍ଟ୍ରରେ ଗରିବ ମହିଳା ସ୍ବଇଛାରେ ଅପରେଶନ କରୁଛନ୍ତି ଗର୍ଭାଶୟ

ନୂଆଦିଲ୍ଲୀ,୨୩।୪: ମହାରାଷ୍ଟ୍ରରେ ଅଧିକ ଅର୍ଥ ଉପାର୍ଜନ ପାଇଁ ଗରିବ ମହିଳା ନିଜ ଇଛାରେ ଗର୍ଭାଶୟ ବାହାର କରୁଛନ୍ତି। ଏଥି ପାଇଁ ଆବଶ୍ୟକ ହେଉଥିବା ଟଙ୍କା ସେମାନେ ଠିକାଦାରଙ୍କଠାରୁ ନେଉଛନ୍ତି। ପରେ ଠିକାଦାରଙ୍କ ଆଖୁ ଜମିରେ କାମ କରି ଏହାକୁ ସୁଝୁଛନ୍ତି। ସ୍ଥାନୀୟ ବିଡ୍‌ ଜିଲାରେ ବର୍ଷସାରା ମରୁଡ଼ି ପଡ଼ିଥାଏ। ତେଣୁ ବିବାହିତା ମହିଳା ଅଧିକ ସମୟ କାମ କରିବା ପାଇଁ ଜାଣିଶୁଣି ଏଭଳି କରିଥାନ୍ତି। ମାତ୍ର ଏହାର ଖରାପ ପ୍ରଭାବ ସେମାନଙ୍କର ଶରୀର ଉପରେ ପଡ଼ିଥାଏ। ଏଠାରେ ଆଖୁ ଚାଷୀଙ୍କ ଜମିରୁ ଆଖୁ କାଟିବା ପାଇଁ ସମୟ ଭିତ୍ତିକ ଠିକା ନିଆଯାଇଥାଏ। ଏଥିରେ ଋତୁସ୍ରାବ ହେଉଥିବା କମ୍‌ ବୟସ୍କ ମହିଳାଙ୍କୁ ନିୟୋଜିତ କରିବାକୁ ଠିକାଦାର ଅରାଜି ହୋଇଥାନ୍ତି। ତେଣୁ ମହିଳାମାନେ ଗୋଟିଏ ଦୁଇଟି ସନ୍ତାନ ପରେ ଅପରେଶନ କରି ଗର୍ଭାଶୟ ବାହାର କରି ଦେବାକୁ ପସନ୍ଦ କରନ୍ତି। ଏଭଳି କରି ସେମାନେ ମାସ ମାସ ଧରି ଆଖୁ କଟାରେ ନିୟୋଜିତ ହୋଇ ନିଜର ଆର୍ଥିକ ଅବସ୍ଥା ଦୂର କରନ୍ତି। ତେବେ ଏଭଳି କାର୍ଯ୍ୟ ବିରୋଧରେ ଏବେ ରାଜ୍ୟରେ ଆରମ୍ଭ ହୋଇଛି ସଚେତନତା ଅଭିଯାନ।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଓମ୍‌ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…

ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍‌କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri