ଅଧିକ ହଳଦୀ ସେବନ ହୋଇଥାଏ କ୍ଷତିକାରକ

ସ୍ବାସ୍ଥ୍ୟଗତ କାରଣକୁ ନେଇ ହଳଦୀ ବହୁ ଉପକାରୀ। ଖାଦ୍ୟ ପ୍ରସ୍ତୁତିରେ ବ୍ୟବହାରଠାରୁ ଆରମ୍ଭ କରି ଏହାକୁ କ୍ଷୀରରେ ମିଶାଇ ସେବନ କରାଯାଇଥାଏ। ଏହାଛଡ଼ା ସୌନ୍ଦର୍ଯ୍ୟ ବୃଦ୍ଧି ଲାଗି ମଧ୍ୟ ଏହାକୁ ବିଭିନ୍ନ ପ୍ୟାକ୍‌ରେ ମିଶ୍ରଣ ଭାବେ ବ୍ୟବହାର କରାଯାଇଥାଏ। ହେଲେ ଅଧିକ ମାତ୍ରାରେ ହଳଦୀର ବ୍ୟବହାର କ୍ଷତିକାରକ। ଏହା ଶରୀରରେ ଅନେକ ସମସ୍ୟା ସୃଷ୍ଟି କରିଥାଏ।

-ଅଧିକ ହଳଦୀ ଖାଇବା ଫଳରେ ଝାଡ଼ାବାନ୍ତି ହୋଇଥାଏ। କାରଣ ଆବଶ୍ୟକଠାରୁ ଅଧିକ ହଳଦୀ ଖାଇଲେ ପେଟରେ ଗ୍ୟାସ୍‌ ହୋଇଥାଏ। ଫଳରେ ଝାଡ଼ାବାନ୍ତି କରାଇଥାଏ।

-ତରକାରିକୁ ସ୍ବାଦିଷ୍ଟ କରିବା ସହ ତାହାର ରଙ୍ଗରେ ପରିବର୍ତ୍ତନ ଲାଗି ହଳଦୀର ବ୍ୟବହାର କରାଯାଏ। ମାତ୍ର ଏହା ଶରୀରରେ ଆଇରନ୍‌ର ମାତ୍ରାକୁ କମ୍‌ କରିଥାଏ।

-ଉଚ୍ଚ ରକ୍ତଚାପ ଲାଗି କ୍ଷତିକାରକ ହୋଇଥିବା ବେଳେ ନିମ୍ନ ରକ୍ତଚାପ ପାଇଁ ଚିନ୍ତାର ବିଷୟ ହୋଇଥାଏ। ଅଧିକ ହଳଦୀ ଖାଇବା ଦ୍ୱାରା ଶରୀରରେ ରକ୍ତଚାପର ସ୍ତର ନିମ୍ନକୁ ଆସିଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ୟୁପିରେ ଅଦଳବଦଳ

ନିକଟରେ ଉତ୍ତର ପ୍ରଦେଶ(ୟୁପି)ରେ ବାବୁ ଅଦଳବଦଳ କରାଯାଇଛି। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟରେ ୨୦୨୪ ବ୍ୟାଚ୍‌ର ୧୮ ଜଣ ଯୁବ ଆଇଏଏସ୍‌ ଅଧିକାରୀଙ୍କୁ ଆସିଷ୍ଟାଣ୍ଟ ମାଜିଷ୍ଟ୍ରେଟରୁ ଜଏଣ୍ଟ…

ଅଗଷ୍ଟର ଶେଷ ସପ୍ତାହ ଏହି ୫ ରାଶି ପାଇଁ ରହିବ ବହୁତ ଖାସ୍‌: ବଢିବ ଦରମା ସାଙ୍ଗକୁ…

ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ୨୯ ଅଗଷ୍ଟ ୨୦୨୬ ଦିନଟି ବେଶ ବିଶେଷ ରହିପାରେ। ଏହି ଦିନଠାରୁ ଭାଦ୍ରବ ମାସ ଆରମ୍ଭ ହେଉଥିବା ବେଳେ କୃଷ୍ଣପକ୍ଷ ପ୍ରତିପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri