ଅଧିକାରୀ ପହଞ୍ଚିବା ପୂର୍ବରୁ ଲୁଚି ପଳାଇଲେ ଖଣିମାଫିଆ

ଖଇରା,୧୦।୬(ଡି.ଏନ.ଏ.)- ଲକ୍‌ଡାଉନ୍‌ ଓ ସଟ୍‌ଡାଉନ୍‌ରେ ସାଧାରଣ ଲୋକେ କରୋନା ଭୟରେ ଘରେ ରହୁଛନ୍ତି। ହେଲେ ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡ଼ରେ ଖଣିମାଫିଆମାନେ କିନ୍ତୁ ୧୪୪ ଧାରା ନିୟମକୁ ଉଲ୍ଲଂଘନ କରି ପଥର ଖୋଳା ଅବ୍ୟାହତ ରଖିଛନ୍ତି। ବୁଧବାର କୌଣସି ସୂତ୍ରରୁ ଖବର ପାଇ ଖଇରା ତହସିଲଦାର ପ୍ରଦୀପ ସାହୁ ଓ ଅତିରିକ୍ତ ତହସିଲଦାର ବିଭାସ ରଞ୍ଜନ ପାଣିଗ୍ରାହୀ ପାହାଡ଼କୁ ଯାଇ ବିଭିନ୍ନ ପଥର ଖଣିରେ ଚଢ଼ାଉ କରିଥିଲେ। ହେଲେ ପଥର ଖୋଳୁଥିବା ମାଫିଆମାନେ ଅଧିକାରୀମାନେ ପହଞ୍ଚତ୍ବା ପୂର୍ବରୁ ଦୌଡ଼ି ପାହାଡ଼ ଭିତରେ ଲୁଚି ଯାଇଥିଲେ। କେତେକ ସ୍ଥାନୀୟ ବାସୀନ୍ଦା ଖଣି ଉତ୍ତୋଳନ କାର୍ଯ୍ୟରେ ଲିପ୍ତ ଅଛନ୍ତି। ସେମାନେ ଯିବା ପୂର୍ବରୁ ତାଙ୍କ ନିକଟରେ ଖବର ପହଞ୍ଚତ୍ ଯାଉଥିବାରୁ ତାଙ୍କୁ ଧରିବା ସମ୍ଭବ ହେଉ ନାହଁି ବୋଲି ତହସିଲଦାର ପ୍ରଦୀପ କୁମାର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ଅସୁରକ୍ଷିତ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି: ଉପରୁ ଖସିଲା ସିଲିଂ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri