ଅଧ୍ୟାପକଙ୍କ ପେନ୍‌ସନ୍‌ ସମସ୍ୟା: ଉଚ୍ଚ ଶିକ୍ଷା ବିଭାଗକୁ ଏନ୍‌ଏଚ୍‌ଆର୍‌ସିର ରିପୋର୍ଟ ତଲବ

ଭୁବନେଶ୍ୱର,୨୫।୪(ବ୍ୟୁରୋ)- ଓଡ଼ିଶାରେ ସରକାରୀ ଅନୁଦାନପ୍ରାପ୍ତ କଲେଜରେ କାର୍ଯ୍ୟରତ ଅଧ୍ୟାପକ ଓ କର୍ମଚାରୀ ପେନ୍‌ସନ୍‌ ପାଉ ନ ଥିବା ଅଭିଯୋଗ ହେବା ପରେ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି) ରାଜ୍ୟ ସରକାରଙ୍କୁ ରିପୋର୍ଟ ତଲବ କରିଛନ୍ତି। ହ୍ୟୁମାନ ରାଇଟ୍‌ସ ଓ୍ବାଚ୍‌ ଅଧ୍ୟକ୍ଷା ସଙ୍ଗୀତା ସ୍ବାଇଁ ଏନ୍‌ଏଚ୍‌ଆର୍‌ସି ନିକଟରେ ଏକ ପିଟିସନ୍‌ ଫାଇଲ୍‌ କରିଛନ୍ତି। ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଅଧୀନରୁ ଅବସର ନେଇଥିବା ୧୫୦୦ ଅଧ୍ୟାପକ ଓ କର୍ମଚାରୀ ପେନ୍‌ସନ୍‌ ସମ୍ବନ୍ଧୀୟ ସୁବିଧା ପାଇପାରୁନାହାନ୍ତି। ଫଳରେ ସେମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି ସଙ୍ଗୀତା ଉକ୍ତ ପିଟିସନ୍‌ରେ ଉଲ୍ଲେଖ କରିଛନ୍ତି। ଯେଉଁ ଅଧିକାରୀମାନେ ଏଥିରେ ସଂଶ୍ଳିଷ୍ଟ, ସେମାନଙ୍କ ବିରୋଧରେ ଆପରାଧିକ କାର୍ଯ୍ୟାନୁଷ୍ଠାନ ନେବାକୁ ଏବଂ ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ଯଥାଶୀଘ୍ର ପେନ୍‌ସନ୍‌ ପ୍ରଦାନ କରିବାକୁ ସଙ୍ଗୀତା ଅନୁରୋଧ କରିଛନ୍ତି। ଏହି ଅଭିଯୋଗକୁ ଆଧାର କରି ୮ ସପ୍ତାହ ମଧ୍ୟରେ ଉତ୍ତର ରଖିବାକୁ ଏନ୍‌ଏଚ୍‌ଆର୍‌ସି ଉଚ୍ଚ ଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଏଚ୍–୫୫ ନିର୍ମାଣରେ ଅନିୟମିତତା: ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଓ ପ୍ରୋଜେକ୍ଟ ମ୍ୟାନେଜରଙ୍କ ନାଁରେ ଏଫ୍‌ଆଇଆର୍

ଜଗତସିଂହପୁର, ୬।୭: ଜାତୀୟ ରାଜପଥ–୫୫ (ଏନ୍‌ଏଚ୍–୫୫)ର ନିର୍ମାଣ କାର୍ଯ୍ୟରେ ମନ୍ଥର ଗତି ଏବଂ ନିମ୍ନମାନର କାମକୁ ନେଇ ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ଘଟଣାରେ…

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନୂଆ ମାର୍ଗଦର୍ଶିକା, ଏଣିକି ବର୍ଷକୁ ୪ଟି ପରୀକ୍ଷା ଦେବେ…

ଭୁବନେଶ୍ବର,୬ା୭: ତୃତୀୟରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଏଣିକି ବର୍ଷକୁ ୪ଟି ପରୀକ୍ଷୀ ଦେବାକୁ ହେବ । ପୂର୍ବରୁ ବର୍ଷକୁ ଦୁଇଟି ପରୀକ୍ଷା ହେଉଥିବା ବେଳେ ବର୍ତ୍ତମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡେପୁଟି କମିଶନର ଅଫ୍ ପୋଲିସ  (ଡିସିପି) ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି,…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର  ଡେପୁଟି କମିଶନର ଅଫ୍ ପୋଲିସ(ଡିସିପି) ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ଯାହାକି ରାଜଧାନୀ ପୋଲିସକୁ ଆଶ୍ଚର୍ଯ୍ୟ କରିଦେଇଛି। ବ୍ୟକ୍ତିଗତ କାରଣରୁ ସେ ଚାକିରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ…

SIRରେ କଟିଲା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନାଁ

ଭୁବନେଶ୍ୱର,୫ା୭: ରାଜ୍ୟରେ SIR ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri