Posted inଜାତୀୟ

ଅନନ୍ତନାଗରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୮।୬: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାରେ ଶନିବାର ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ସ୍ଥାନୀୟ ନୌଗାମ୍‌ ଶାହବାଦ୍‌ ଅଞ୍ଚଳରେ ୨-୩ ଜଣ ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀ ଏଠାରେ ଘେରାବନ୍ଦୀ ଆରମ୍ଭ କରିଥିଲେ। ଆତଙ୍କବାଦୀଙ୍କୁ ଆତ୍ମ ସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ପ୍ରଥମେ ସୁରକ୍ଷାର୍କମୀଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ ହୋଇଥିଲା। ମୃତ ଆତଙ୍କବାଦୀଙ୍କ ନାମ ମହମ୍ମଦ ଇକବାଲ୍‌ ବୋଲି କୁହାଯାଉଛି। ସେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନ ସହିତ ଜଡିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ…

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

ବିବାଦରେ ମୈଥିଲୀ ଠାକୁର: ଯୁବକଙ୍କୁ ଧମକ, ଗାଳିଗୁଲଜ କରିବା ନେଇ ଆସିଲା ଅଭିଯୋଗ, ଜାଣନ୍ତୁ କାହିଁକି ରାଗିଲେ ବିଧାୟିକା?

ନୂଆଦିଲ୍ଲୀ, ୭।୭: ବିହାରର ଦରଭଙ୍ଗା ଜିଲା ଅଲୀନଗର ଆସନର ଭାଜପା ବିଧାୟିକା ତଥା ପ୍ରସିଦ୍ଧ ଗାୟିକା ମୈଥିଲୀ ଠାକୁର ଏବେ ଏକ ବଡ଼ ବିବାଦରେ ଛନ୍ଦି ହୋଇପଡ଼ିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri