ଅନାସ୍ଥାରେ ପଦ ହରାଇଲେ ରାମଚନ୍ଦ୍ରପୁର ସରପଞ୍ଚ

ପାଟପୁର,୧୨ା୩- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଇକ ରାମଚନ୍ଦ୍ରପୁର ଗ୍ରାମର ମହିଳା ସରପଞ୍ଚ ଗୁରୁବାର ଅନାସ୍ଥା ଭୋଟରେ ପଦ ହରାଇଛନ୍ତି। ଅନୁଷ୍ଠିତ ଅନାସ୍ଥା ଭୋଟରେ ପଞ୍ଚାୟତର ମୋଟ ୧୮ ଜଣ ୱାର୍ଡ ସଭ୍ୟଙ୍କ ମଧ୍ୟରୁ ୧୩ଜଣ ଉପସ୍ଥିତ ରହି ସରପଞ୍ଚଙ୍କ ବିପକ୍ଷରେ ଯାଇଥିଲେ। ଅନ୍ୟ ୫ ଜଣ ୱାର୍ଡସଭ୍ୟ ଅନୁପସ୍ଥିତ ରହିଥିଲେ।
ସାନଖେମୁଣ୍ଡି ବ୍ଲକ ପି.ରାମଚନ୍ଦ୍ରପୁର ସରପଞ୍ଚଙ୍କ ପ୍ରତି ୱାର୍ଡସଭ୍ୟଙ୍କ ଅନାସ୍ଥାଭାବ ଓ ମନମୁଖୀ କାର୍ଯ୍ୟକଳାପରେ ଅତିଷ୍ଠ ହୋଇ କିଛିଦିନ ତଳେ ଓ୍ବାର୍ଡସଭ୍ୟମାନେ ବ୍ରହ୍ମପୁର ଉପ ଜିଲାପାଳ କାର୍ଯ୍ୟାଳୟରେ ପହଞ୍ଚତ୍ ଅନାସ୍ଥା ଭୋଟ ପାଇଁ ଦାବି କରିଥିଲେ। ଉପ ଜିଲାପାଳ ସିନ୍ଧେ ଦତ୍ତାତ୍ରେୟ ଭାଉ ସାହେବ ଅଭିଯୋଗ ଗ୍ରହଣ କି ଗୁରୁବାର ଅନାସ୍ଥା ଭୋଟ ପାଇଁ ଦିନ ଧାର୍ଯ୍ୟ କରିଥିଲେ। ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଗୁରୁବାର ପଞ୍ଚାୟତରେ ଅନାସ୍ଥା ଭୋଟ ହୋଇଥିଲା। ଦିଗପହଣ୍ଡି ତହସିଲଦାର ଅଦ୍ୱୈତ୍ୟ ପ୍ରସାଦ ଉପସ୍ଥିତ ରହି ନିର୍ବାଚନ ପରିଚାଳନା କରିଥିଲେ। ସାନଖେମୁଣ୍ଡି ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ବୈଜୟନ୍ତୀ ମୁଣ୍ଡା ସଂଯୋଜନା କରିଥିଲେ। ପରିଚାଳନାଗତ ଶୃଙ୍ଖଳା ପାଇଁ ସାନଖେମୁଣ୍ଡି ତହସିଲଦାର ଅମିତ କୁମାର ନାୟକ ମାଜିଷ୍ଟ୍ରେଟ ଦାୟିତ୍ୱରେ ରହିଥିବା ବେଳେ ପାଟପୁର ପୋଲିସ ଉପସ୍ଥିତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?