ଅନିଲ ଅମ୍ବାନୀଙ୍କ ବିରୋଧରେ ଅବମାନନା ମାମଲା ଖାରଜ

ନୂଆଦିଲ୍ଲୀ,୨୪-୭: ରିଲାଏନ୍ସ ଗ୍ରୁପ୍‌ ଅଧ୍ୟକ୍ଷ ଅନିଲ ଅମ୍ବାନୀ ଏବଂ ଅନ୍ୟମାନଙ୍କ ବିରୋଧରେ ଆଗତ ଅଦାଲତ ଅବମାନନା ମାମଲାକୁ ରାଷ୍ଟ୍ରୀୟ କମ୍ପାନୀ ବିଧି ଅପିଲୀୟ ନ୍ୟାୟାଧିକରଣ(ଏନ୍‌ସିଏଲ୍‌ଏଟି) ମଙ୍ଗଳବାର ଖାରଜ କରିଦେଇଛନ୍ତି। ଅଧ୍ୟକ୍ଷ ଜଷ୍ଟିସ୍‌ ଏସ୍‌.ଜେ.ମୁଖୋପାଧ୍ୟାୟଙ୍କ ଅଧ୍ୟକ୍ଷତାରେ ଗଠିତ ଦୁଇ ସଦସ୍ୟ ବିଶିଷ୍ଟ ଖଣ୍ଡପୀଠ ଆବେଦନକୁ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ଏହି ମାମଲାର ଶୁଣାଣି ହେବା ପରେ ଖଣ୍ଡପୀଠ ଜୁଲାଇ ୩ରେ ରାୟ ସଂରକ୍ଷିତ ରଖିଥିଲେ। ସ୍ବଳ୍ପ ଶେୟାରଧାରୀ ଏଚ୍‌ଏସ୍‌ବିସି ଡେଜି ଇନ୍‌ଭେଷ୍ଟମେଣ୍ଟ(ମରିସସ୍‌) ଏବଂ ଅନ୍ୟମାନେ ରିଲାଏନ୍ସ ଇନ୍‌ଫ୍ରାଟେଲ ଦ୍ୱାରା ବକେୟା ପ୍ରଦାନ କରାଯାଇ ନ ଥିବା ଅଭିଯୋଗ କରି କମ୍ପାନୀ, ଏହାର ମାଲିକ ତଥା ଅନ୍ୟମାନଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ଦାଏର କରାଯାଇଥିଲା। କୌଣସି ପ୍ରକାର ଅଦାଲତ ଅବମାନନା ହୋଇ ନ ଥିବା ରାୟ ପ୍ରକାଶ କରି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri