ଅନୁଗୋଳ ଆସିଥିଲେ ନିଜାମୁଦ୍ଦିନ ଫେରନ୍ତା : ଚିହ୍ନଟ ପରେ କ୍ୱାରାଣ୍ଟାଇନରେ ୧୨ ଜଣ

ଅନୁଗୋଳ ଅଫିସ୍, ୨ା୪- ଦିଲ୍ଲୀର ହଜରତ ନିଜାମୁଦ୍ଦିନରେ ଯୋଗ ଦେଇଥିବା ମୁସଲିମ ସମ୍ପ୍ରଦାୟର ପ୍ରାୟ ୩ ଜଣ ଧର୍ମଗୁରୁ ଅନୁଗୋଳ ଆସିଥିବା ଜଣାପଡିଛି । ସେମାନେ ଶିମିଳିପଡାର ଜଣଙ୍କ ଘରେ ରହିବା ସହ ସ୍ଥାନୀୟ ମସଜିଦକୁ ମଧ୍ୟ ଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି । ଏହା ଜଣାପଡିବା ପରେ ସମ୍ପୃକ୍ତ ପରିବାରର ୫ ଜଣ ସଦସ୍ୟ ଏବଂ ମସଜିଦରେ ରହୁଥିବା ଶିଶୁଙ୍କ ସମେତ ୭ ଜଣଙ୍କୁ ଚିହ୍ନଟ କରାଯାଇଛି । ସମସ୍ତ ୧୨ ଜଣଙ୍କୁ ପ୍ରଶାସନ ପକ୍ଷରୁ ପୌରପାଳିକାର ବାଳିକା ଉଚ୍ଚ ବିଦ୍ୟାଳୟରେ ହୋଇଥିବା କ୍ୱାରାଣ୍ଟାଇନ ହୋମରେ ରଖଯାଇଛି । ଏପରିକି ଗତ ସପ୍ତାହରେ ସମ୍ପୃକ୍ତ ଧର୍ମଗୁରୁମାନେ ଅନୁଗୋଳରେ ରହିବା ପରେ ପଶ୍ଚିମବଙ୍ଗ ଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?