ଅନୁଗୋଳ ଗସ୍ତରେ ମନ୍ତ୍ରୀ ଟୁକୁନି ସାହୁ, ବିଭିନ୍ନ କାର୍ଯ୍ୟର କଲେ ସମୀକ୍ଷା

ଅନୁଗୋଳ ଅଫିସ,୧୪।୧୨: ଅନୁଗୋଳ ଗସ୍ତରେ ମହିଳା ଓ ଶିଶୁ କଲ୍ୟାଣ ଏବଂ ମିିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ। ଏହି ଅବସରରେ ସେ ଅନୁଗୋଳ ସର୍କିଟ ହାଉସ୍‌ରେ ଶନିବାର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହା ପୂର୍ବରୁ ସେ ସହର ଉପକଣ୍ଠରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ର ଓ ଆଦୃତ ଶିଶୁ ଗୃହ ପରିଦର୍ଶନ କରିଛନ୍ତି। ସର୍କିଟ ହାଉସ୍‌ ସମୀକ୍ଷା ବୈଠକରେ ଆଠମଲ୍ଲିକ ବିଧାୟକ ରମେଶ ସାଏ, ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ଓ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, କେମିତି ଯିବେ ଜାଣନ୍ତୁ…

ପୁରୀ,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି…

ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ବଡ଼ଭାଇ,ପୁତୁରା: ଫେରାର୍‌ ଥିବାବେଳେ ବାପପୁଅଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୨୩।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁହାଳପୁର ଗ୍ରାମର ସାନଭାଇ କହ୍ନେଇ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ…

ଜିଲାପାଳ ପରାମର୍ଶ କ୍ରମେ ଜୋର୍‌ ସୋରରେ ଚାଲିଛି ସଫେଇ ଅଭିଯାନ, ସାମିଲ ହେଲେ…

ଗଞ୍ଜାମ,୨୩।୬(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ଓ ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପରାମର୍ଶ କ୍ରମେ ଜିଲାର ବିଭିନ୍ନ ସ୍ଥାନରେ ସଫେଇ ଅଭିଯାନ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩…

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri