ଅନୁଗୋଳ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର: ଏ ୧ରେ ୧୧ ଜଣ ପାସ

ବନ୍ତଳା,୨୧।୫(ଡି.ଏନ.ଏ.)- ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ସକାଳେ ପ୍ରକାଶ ପାଇଛି। ଅନୁଗୋଳ ଜିଲା ଗାନ୍ଧିମାର୍ଗରେ ଥିବା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ସମୁଦାୟ ୧୫୨ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲାବେଳେ ସମସ୍ତେ କୃତକାର୍ଯ୍ୟ ହୋଇଛନ୍ତି। ଏ ୧ରେ ୧୧ ଜଣ ଛାତ୍ରୀଛାତ୍ର ୯୦ ପ୍ରତିଶତରୁ ଊଦ୍ଧର୍‌ବ ମାର୍କ ରଖିଛନ୍ତି। ଏଥିରେ ସୋୟମ ସରୁପ ପ୍ରଧାନ ସର୍ବାଧିକ ୫୮୮ ମାର୍କ ରଖି ବିଦ୍ୟାଳୟରେ ଟପ୍ପର ହୋଇଛନ୍ତି।

ସେହିପରି ଅମରଜିତ ପଟ୍ଟନାୟକ ଓ ମୁକେଶ କୁମାର ସାହୁ ଉଭୟ ୫୫୪ ମାର୍କ ରଖି ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି। ଅଭିଜିତ ସାହୁ ଓ କହ୍ନେୟା ଲାଲ ସାହୁ ୫୪୭ ମାର୍କ ରଖି ତୃତୀୟ ସ୍ଥାନରେ ଅଛନ୍ତି। ସେହିପରି ଦିବ୍ୟସ୍ବରୂପ ପ୍ରଧାନ ଓ ଜ୍ୟୋତ୍ରିମୟୀ ବାରିକ ୫୪୦ ମାର୍କ ୯୧ ପ୍ରତିଶତ, ସୁଲିପ୍ସା ଜେନା ୯୦.୩୩ ପ୍ରତିଶତ, ଆଶିଷ କୁମାର ଦେହୁରୀ ଓ ମନୋରଞ୍ଜନ ସାହୁ ୯୦ ପ୍ରତିଶତ ମାର୍କ ରଖିଛନ୍ତି। ସେହିପରି ଏ ୨ ରେ ୨୩ ଜଣ, ବି୧ ରେ ୩୯ ଜଣ, ବି୨ ରେ ୩୭ ଜଣ, ସିରେ ୨୯ ଜଣ, ଡିରେ ୧୧ ଜଣ, ଇରେ ୨ ଜଣ ପାସ କରିଛନ୍ତି। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଅନୀଲ କୁମାର ଦେହୁରୀଙ୍କ ସହିତ ପରିଚାଳନା କମିଟିର ସଭାପତି, ସମ୍ପାଦକ ଓ ସମସ୍ତ ଗୁରୁଜୀଗୁରୁମା କୃତୀ ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଫଟୋ


Enter your email to get our daily news in your inbox.

All Right Reserved By Dharitri.Com

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri