ଅନୁଗୋଳର ବିଭିନ୍ନ ସ୍ଥାନରେ ସାନିଟାଇଜର ସ୍ପ୍ରେ

ଅନୁଗୋଳ ଅଫିସ୍, ୯ା୪- ଅନୁଗୋଳ ସହରର ବିଭିନ୍ନ ସ୍ଥାନରେ ବୁଧବାର ସାନିଟାଇଜର ସ୍ପ୍ରେ କରାଯାଇଛି। ଅଗ୍ନିଶମର ଦୁଇଟି ଗାଡି ଦ୍ବାରା ସହରର ବସଷ୍ଟାଣ୍ଡ, କାଞ୍ଚନଟକିଜ ରୋଡ, ଅନୁଗୋଳ କାରାଗାର, ପୌରପାଳିକା ସମ୍ମୁଖରେ ଥିବା ଏଟିଏମ ପ୍ରଭୃତି ସ୍ଥାନକୁ ବିଶୋଧନ କରାଯାଇଛି। ଅଗ୍ନିଶମ କର୍ମଚାରୀମାନେ ଦୁଇଟି ଗ୍ରୁପ ହୋଇ ଉପରୋକ୍ତ ସ୍ଥାନଗୁଡିକ ବିଶୋଧନ କରିଛନ୍ତି । ସୂଚନାଯୋଗ୍ୟ ଯେ, ଗତ ୪ ତାରିଖରେ ଜିଲା ମୁଖ୍ୟ ଚିକିତ୍ସାଳୟ, ପୌର କାର୍ଯ୍ୟାଳୟ ଓ ଜିଲା କାର୍ଯ୍ୟାଳୟ ସାନିଟାଇଜ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର ହେଉଥିବା ବେଳେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଧକ୍କା ଦେଲା ଟ୍ରକ, ରାସ୍ତାରେ….

ପାଟଣା,୫ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦାସ୍ଥିତ ଏବିସିଡିଆର ଅଙ୍ଗିକଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ…

ନୂଆପଡ଼ାରେ କଲରାପତରିଆ ବାଘର ଆତଙ୍କ: ଘରେ ପଶି ଗୋଟିଏ ପରିବାରର ୬ ଜଣଙ୍କୁ କଲା ଲହୁଲୁହାଣ

ନୂଆପଡ଼ା,୫ା୧୦(ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ଼-ଛତିଶଗଡ଼ ସୀମାନ୍ତ କୋମାଖାନ ଥାନା ଝିଟିକି ଗାଁରେ ବାଘ ଆତଙ୍କ ଖେଳିଯାଇଛି। ଶନିବାର ରାତିରେ ଏକ କଲରାପତରିଆ ବାଘ ଆକ୍ରମଣରେ…

ଶୋଇଥିଲେ ବର୍ଷକର ଶିଶୁ; ଘରେ ପଶି ମୁହଁକୁ ଝୁଣିଦେଲା କୁକୁର, ତାପରେ….

ନବରଙ୍ଗପୁର,୫।୧୦(ସଦାଶିବ ପ୍ରହରାଜ): ଘରେ ଶୋଇଥିବା ବେଳେ ବର୍ଷକର ଶିଶୁପୁତ୍ରକୁ ଝୁଣିଦେଲା ବୁଲାକୁକୁର । ମୃତ୍ୟୁ ସହ ସଂଗ୍ରାମ କରୁଛି ଶିଶୁଟି। ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ କୋଡ଼ିଙ୍ଗା…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?