ବନ୍ତଳା, ୧୬ା୫(ଡି.ଏନ.ଏ.): ଅନୁଗୋଳ ଜିଲା ବନ୍ତଳା ଥାନା ନୂଆଖେତା ସାରୁଆଳି ଗ୍ରାମ ନିକଟରେ ଶୁକ୍ରବାର ଅଂଶୁଘାତରେ ଜଣେ ମାଛ ବିକାଳିଙ୍କ ମୃତ୍ୟୁ ହୋଇଛି। ମୃତକ ବନ୍ତଳା ଅଞ୍ଚଳର ପ୍ରମୋଦ ସାହୁ(୪୫) ବୋଲି ଜଣାପଡିଛି। ଅପରାହ୍ନ ପ୍ରାୟ ୨ଟାରେ ସେ ମାଛ ବିକ୍ରି କରିବାକୁ ଯାଇଥିବାବେଳେ ଅସୁସ୍ଥ ହୋଇପଡିଥିଲେ। ତାଙ୍କୁ ବନ୍ତଳା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କ ଭାଇ ରାମଚନ୍ଦ୍ର ଏ ନେଇ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଶନିବାର ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ପୋଲିସ କହିଛି। ତେବେ ଏହା ଅଂଶୁଘାତଜନିତ ମୃତ୍ୟୁ ବୋଲି ବନ୍ତଳା ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ଘନଶ୍ୟାମ ବେହେରା କହିଛନ୍ତି।
Posted inଅନୁଗୋଳ, ଆମ ଜିଲା ଖବର View All
ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ
ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…
ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…
ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…
ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…
ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…
ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…
ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…
ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…
ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…
ବସ୍ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ
ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…
ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ
ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…
ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍, ମରାମତି ହେଲା ‘ମରଣଯନ୍ତା’
ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…
Archives

