ଅନୁଗୋଳରେ କାଳବୈଶାଖୀ:ଗଛ ଭାଙ୍ଗି ରାସ୍ତା ବନ୍ଦ, ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ

ଅନୁଗୋଳ ଅଫିସ, ୨୩।୪ଅନୁଗୋଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ଯୋଗୁ ଲୋକଙ୍କୁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ବହୁ ସ୍ଥାନରେ ଗଛ ଡାଳ ଭାଙ୍ଗି ରାସ୍ତା ଅବରୋଧ ହୋଇଥିବା ବେଳେ ଦୀର୍ଘ ସମୟ ଧରି ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ ହୋଇଯାଇଥିଲା। ସକାଳେ ଚିକ୍‌ଚିକ୍‌ ଖରା ଥିଲେ ବି ଅପରାହ୍ନରେ ଆକାଶ ହଠାତ୍‌ ମେଘାଚ୍ଛନ୍ନ ହୋଇଯାଇଥିଲା। ଏହାପରେ ଜୋରଦାର ପବନ ସାଙ୍ଗକୁ ୧ ଘଣ୍ଟା ଧରି ବର୍ଷା ଚାଲିଥିଲା। ଫଳରେ ସହର ଓ ସହର ଉପକଣ୍ଠର ବିଭିନ୍ନ ସ୍ଥାନରେ ବହୁ ଗଛ ଭାଙ୍ଗି ରାସ୍ତାରେ ପଡ଼ିଥିଲା। ଏଥିଯୋଗୁ ଯାତାୟାତ କିଛି ସମୟ ପାଇଁ ବନ୍ଦ ହୋଇଯାଇଥିଲା। ସେହିପରି ବିଦ୍ୟୁତ୍‌ ସରବରାହ ମଧ୍ୟ ବନ୍ଦ ରହିଥିଲା। ତେବେ ବର୍ଷା ଛାଡ଼ିବା ପରେ ରାସ୍ତାରୁ ଗଛ ଡାଳ ସଫା କରାଯିବା ପରେ ଯାତାୟାତ ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଣ ବିଲୁଆ ଆତଙ୍କ: ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି

ନୂଆପଡ଼ା,୧୭ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ୍‌ ବେଲଟୁକୁରି ଥାନା ଅନ୍ତର୍ଗତ ଭାଲେଶ୍ୱର ପଞ୍ଚାୟତ ଅଞ୍ଚଳରେ ବଣ ବିଲୁଆ ଆତଙ୍କ ଦେଖାଦେଇଛି। ସପ୍ତାହକ ମଧ୍ୟରେ ବିଲୁଆ କାମୁଡ଼ାରେ ୪ଜଣ…

କେସିଙ୍ଗାରେ ଶାନ୍ତିଶୃଙ୍ଖଳା ସହ ରଥଯାତ୍ରା ସମ୍ପନ୍ନ: ସହାୟତା କଲେ ବିଧାୟକ

କେସିଙ୍ଗା,୧୭।୭(ତୁମେଶ୍ୱର ସାହୁ): ତୁହାକୁ ତୁହା ବର୍ଷା ସତ୍ତ୍ୱେ କେସିଙ୍ଗା ବ୍ଳକର ୨୬ଟି ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ଶାନ୍ତି ଶୃଙ୍ଖଳା…

ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ

କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ…

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ଶୋକାକୁଳ ପରିବେଶ

ନୂଆପଡ଼ା,୧୭ା୭ (ମକାରୁ ବେମାଲ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିଛି। ଏପରି ଏକ କରୁଣ ଚିତ୍ର ନୂଆପଡ଼ା ଜିଲା କୋମନା ଥାନା କୁରେଶ୍ୱର ପଞ୍ଚାୟତ…

ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…

ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ…

୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍‌-ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ…

ଧୂମଧାମରେ ପାଳନ ରଥଯାତ୍ରା ପାଳିତ: ମନମୋହିଲା ରଣପ୍ପା ନୃତ୍ୟ

ଛତ୍ରପୁର,୧୭।୭(ଦିଲ୍ଲୀପ ସାମଲ): ପୁରୀ ସମେତ ବିଭିନ୍ନ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିର ଗୁଡ଼ିକରେ ରଥଯାତ୍ରା ଧୂମଧାମରେ ପାଳନ କରାଯାଇଛି । ଛତ୍ରପୁର ତାଡେପଲ୍ଲୀ…

ଅଲଇଣ୍ଡିଆ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା: ଛତିଶଗଡ଼ରେ ଚମକିବେ ୟୁରୋ ସ୍କୁଲର ଛାତ୍ରୀଛାତ୍ର

ଛତ୍ରପୁର,୧୭।୭(ଦିଲ୍ଲୀପ ସାମଲ): ଛତିଶଗଡରେ ଚମକିବେ ୟୁରୋ ସ୍କୁଲର ଛାତ୍ରୀଛାତ୍ର। ଛତିଶଗଡ଼ ଭିଲାଇଠାରେ ୧୭ ଠାରୁ ୧୯ ତାରିଖ ୩ ଦିନିଆ ସିବିଏସଇ ଅଲଇଣ୍ଡିଆ କ୍ଲଷ୍ଟରସ୍ତରୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri