ଅନୁଗୋଳରେ ପହଞ୍ଚିଲେ ୧୬୫୦ ପ୍ରବାସୀ

ଅନୁଗୋଳ ଅଫିସ,୨୫ା୫: ଗୁଜରାଟ ଭଲସାତରୁ ୧୬୫୦ ପ୍ରବାସୀ ଓଡ଼ିଆଙ୍କୁ ନେଇ ସୋମବାର ଅନୁଗୋଳରେ ପହଞ୍ଚିଛି ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌। ଏଥିରେ ୨୪ଟି ଜିଲା ସମେତ ୧୩ଟି ଉପଖଣ୍ଡର ପ୍ରବାସୀ ଆସିଛନ୍ତି। ଯେଉଁଥିରେ ଅନୁଗୋଳ ଜିଲାର ସର୍ବାଧିକ ୬୩୪ ଜଣ ଅଛନ୍ତି । ଏଥିପାଇଁ ଅନୁଗୋଳ ଷ୍ଟେଶନରେ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ଜିଲା ପ୍ରଶାସନ ପକ୍ଷରୁ ୧୦୦ ଜଣ କର୍ମଚାରୀ ନିୟୋଜିତ ହୋଇଥିବା ବେଳେ ଜିଲାପାଳ ଓ ଏସ୍‌ପି ଏହାର ତଦାରଖ କରୁଛନ୍ତି । ଷ୍ଟେଶନରେ ଶ୍ରମିକମାନଙ୍କ ପାଇଁ କାଉଣ୍ଟର ଖୋଲାଯାଇଛି। ଯେଉଁଠାରେ ଶ୍ରମିକମାନଙ୍କ ରେଜିଷ୍ଟ୍ରେଶନ କରାଯାଇ ସ୍କିନିଂ କରାଯାଉଛି। ଏଥିପାଇଁ ୩ ଜଣ ଡାକ୍ତରଙ୍କୁ ନିଯୁକ୍ତ କରାଯାଇଛି। ପରେ ପ୍ରବାସୀଙ୍କୁ ନିଜ ନିଜ ଅଞ୍ଚଳକୁ ଯିବା ପାଇଁ ୨୦ଟି ବସ୍‌ର ବନ୍ଦୋବସ୍ତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ

ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା...

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ...

ମତଦାନ ପୂର୍ବରୁ ବଢୁଛି ନାମାଙ୍କନ ତାତି

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ବର୍ତ୍ତମାନ ନିର୍ବାଚନ ମଇଦାନକୁ ଓହ୍ଲାଉଥିବା ପ୍ରାର୍ଥିଙ୍କ ନାମାଙ୍କନ ଦାଖଲ...

୩ ସୂଚନା ଅଧିକାରୀଙ୍କ ଆଗୁଆ ଜାମିନ ଖାରଜ

କଟକ,୩ା୫ (କାର୍ତ୍ତିକ ସାହୁ): ସୂଚନା ଅଧିକାରର ମିଥ୍ୟା ତଥ୍ୟ ପ୍ରଘଟ କରିବା ମହଙ୍ଗା ପଡ଼ିଲା। ୩ ସୂଚନା ଅଧିକାର କର୍ମୀଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ...

ଓଭରହେଡ୍‌ କେବୁଲ ତାର ମୁକ୍ତ ଅଭିଯାନ ବାଟବଣା

ରାଉରକେଲା,୩ା୫(ବିପ୍ଲବ ରଞ୍ଜନ ଦାଶ): ସ୍ମାର୍ଟ ସିଟି ରାଉରକେଲା ଓଭରହେଡ୍‌ କେବୁଳ ମୁକ୍ତ ସହର ହେବ ବୋଲି ନିଷ୍ପତ୍ତି ନିଆଗଲା। ମାତ୍ରା ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ...

ଜରାଜୀର୍ଣ୍ଣ ଅବସ୍ଥାରେ ପାନ୍ଥଶାଳା

ଧାମନଗର,୩।୫(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଏନ୍‌ଏସି ଅଧୀନ ଜୟନଗର ଛକଠାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପାନ୍ଥଶାଳା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। କୌଣସି ପର୍ଯ୍ୟଟକଙ୍କ...

ମାଡ଼ି ଚାଲିଛି ଶିମିଳିପାଳ ନିଆଁ

ବାରିପଦା,୩ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ପାରଦ ସୀମା ଲଂଘୁଥିବା ବେଳେ ଅଣାୟତ୍ତ ହୋଇପଡ଼ିଛି ଶିମିଳିପାଳ ନିଆଁ। ପ୍ରତିଦିନ ଶିମିଳିପାଳ ଅଭୟାରଣ୍ୟର ଉତ୍ତର ଓ ଦକ୍ଷିଣ...

ଶୁକ୍ରବାର ରାହୁଲ, ଶନିବାର ନବୀନଙ୍କ ପ୍ରଚାର

ରାୟଗଡ଼ା,୩।୫(ଆଶିଷ ରଞ୍ଜନ ପଣ୍ଡା):କଂଗ୍ରେସ ନିଜ ଗଡ଼କୁ ଫେରିପାଇବା ପାଇଁ ଲାଗିଥିବାବେଳେ ବିଜେଡି ଗଡ଼ ବଞ୍ଚାଇ ରଖିବାକୁ ପ୍ରୟାସ ଜାରି ରଖିଛି। ତେବେ ୨୦୧୯ ସାଧାରଣ ନିର୍ବାଚନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri