ଅନୁଗୋଳରେ ରଜନୀକାନ୍ତ ୧୩୬୭ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୧୧ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୧୩୬୭ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ ଆଗରେ ରହିଛନ୍ତି। ରଜନୀକାନ୍ତ ୨୫୮୫୯ ଓ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୨୪୯୫୧ ଭୋଟ ପାଇଛନ୍ତି। କଂଗ୍ରେସର ବିଳ୍ପବ ଜେନା ୧୧୪୨୩ ଖଣ୍ଡ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri