Posted inଜାତୀୟ

ଅନୁଚ୍ଛେଦ ୩୭୦ ଉଚ୍ଛେଦ: ଦେଶର ସୁରକ୍ଷାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଅନ୍ତୁ ସରକାର କହିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୬।୯ : ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ସୋମବାର ସୁପ୍ରିମ୍‌କୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସରକାର ଦେଶର ସୁରକ୍ଷାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଅନ୍ତୁ ବୋଲି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି। ଏ ସମ୍ପର୍କିତ ୮ଟି ମାମଲାର ବିଚାର କରି ପ୍ରଧାନ ବିଚାରପତି ରଞ୍ଜନ ଗୋଗାଇ କେନ୍ଦ୍ର ସରକାରଙ୍କୁ କୌଣସି ନିର୍ଦ୍ଦେଶ ଜାରି କରିବାକୁ ମନା କରିଛନ୍ତି। ତେବେ ସରକାର ଜମ୍ମୁ-କଶ୍ମୀରରେ ଯୋଗାଯୋଗ ବ୍ୟବସ୍ଥାର ସୁଧାର ଲାଗି ପ୍ରୟାସ କରିବା ଆବଶ୍ୟକ ବୋଲି ଗୋଗୋଇ କହିଛନ୍ତି। ସୋଲିସିଟର ଜେନେରାଲ ତୁଷାର ମେହେଟା ଅଦାଲତରେ କହିଥିଲେ ଯେ, ଅଗଷ୍ଟ ୫ଠାରୁ ଇତିମଧ୍ୟରେ ଜମ୍ମୁ-କଶ୍ମୀରରେ କୌଣସି କ୍ଷୟକ୍ଷତି ହୋଇନାହିଁ। ଏଠାକାର ୮୭ ପ୍ରତିଶତ ଅଞ୍ଚଳରୁ ପ୍ରତିବନ୍ଧକ ହଟାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଯୁଦ୍ଧବିରତି ପରେ ଇରାନର ସୁପ୍ରିମ ଲିଡର୍‌ ମୋଜତାବା ଖାମେନେଇଙ୍କ ଭୟଙ୍କର ବୟାନ, ଆମେରିକା-ଇସ୍ରାଏଲ ଶୁଣିଲେ…

ତେହରାନ୍‌,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri