Posted inଫୁରସତ

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଯୁବତୀ ପିଠିରେ ଆଙ୍କିଲେ ମୋଦିଙ୍କ ଟାଟୁ

ଜମ୍ମୁ -କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଖୁସିରେ ବିଭୋର ହୋଇ ଝାଡ଼ଖଣ୍ଡର ଜଣେ ଯୁବତୀ ପିଠିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଟାଟୁ ଆଙ୍କି ଦେଶପ୍ରେମର ଝଲକ ଦେଖାଇଛନ୍ତି। ରାଞ୍ଚିରେ ରହୁଥିବା ୨୧ ବର୍ଷୀୟା ରିଦ୍ଧି ଶର୍ମା କୁହନ୍ତି, ମୁଁ ଆରମ୍ଭରୁ ମୋଦିଙ୍କ ପ୍ରଶଂସକ। ମୋଦି ଦେଶ ପାଇଁ ବହୁ ପରିଶ୍ରମ କରୁଛନ୍ତି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ଏବଂ ତିନି ତଲାକ୍‌କୁ ଅପରାଧ କହି ସାହସିକତାର ପରିଚୟ ଦେଇଛନ୍ତି।

ତାଙ୍କର ଏପରି ନିଷ୍ପତ୍ତିକୁ କେବଳ ମୁଁ ନୁହେଁ, ସମଗ୍ର ଭାରତବାସୀ ସମର୍ଥନ ଜଣାଇଛନ୍ତି। ସେହି ଖୁସିରେ ମୁଁ ମୋଦିଙ୍କୁ ମୋର ଆଦର୍ଶ ଭାବେ ମାନି ପିଠିରେ ତାଙ୍କ ଛବି ଆଙ୍କିଛି। ଅନ୍ୟପକ୍ଷରେ ରାଞ୍ଚି ଲାଲପୁରର ଟାଟୁ ଆଙ୍କିଥିବା ବିନୟ କୁମାର କୁହନ୍ତି, ତାଙ୍କୁ ଏହି ଟାଟୁ ଆଙ୍କିବା ପାଇଁ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri