Posted inଜାତୀୟ

ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିରୋଧରେ ଆବେଦନ: ଶୁଣାଣି ଅକ୍ଟୋବର ୧ରୁ; ଗଠନ ହେଲା ସାମ୍ବିଧାନିକ ପୀଠ

ନୂଆଦିଲ୍ଲୀ,୨୮।୯: ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିରୋଧରେ କରାଯାଇଥିବା ଆବେଦନର ଶୁଣାଣି ଅକ୍ଟୋବର ୧ରୁ ସୁପ୍ରିମ୍‌କୋର୍ଟରେ ଆରମ୍ଭ ହେବ। ଏନେଇ ସାମ୍ବିଧାନିକ ପୀଠ ଗଠନ କରାଯାଇଛି। ବିଚାରପତି ଏନ୍‌.ବି. ରମଣାଙ୍କ ନେତୃତ୍ୱରେ ବିଚାରପତି ସଞ୍ଜୟ କିଶନ କୋଲ୍‌, ବିଚାରପତି ଆର୍‌. ସୁଭାଷ ରେଡ୍ଡୀ, ବିଚାରପତି ବି.ଆର୍‌. ଗଓ୍ବଇ ଏବଂ ବିଚାରପତି ସୂର୍ଯ୍ୟକାନ୍ତଙ୍କୁ ନେଇ ୫ ଜଣିଆ ଖଣ୍ଡପୀଠ ଗଠନ କରାଯାଇଛି। ସୁପ୍ରିମ୍‌କୋର୍ଟ ପ୍ରଧାନବିଚାରପତି ରଞ୍ଜନ ଗୋଗୋଇ ଅଯୋଧ୍ୟା ମାମଲାର ପ୍ରତିଦିନ ଶୁଣାଣି କରୁଥିବାରୁ ନିଜକୁ ଏଥିରେ ସ୍ଥାନୀତ କରି ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?