ଅନୁଚ୍ଛେଦ ୩୭୦ ଥିଲା ଆତଙ୍କବାଦର ମୁଖ୍ୟ କାରଣ: ୟୁଏଇରେ କହିଲେ ମୋଦି

ଆବୁଧାବି, ୨୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁଏଇ ଗସ୍ତ ସମୟରେ ଜମ୍ମୁ-କଶ୍ମୀରରୁ ଉଚ୍ଛେଦ ହୋଇଥିବ ଅନୁଚ୍ଛେଦ ୩୭୦ ଉପରେ ସୂଚନା ଦେଇଛନ୍ତି। ଏକ ସାକ୍ଷାତ୍‌କାରରେ ମୋଦି କହିଛନ୍ତି, ଏହି ଅନୁଚ୍ଛେଦ ଯୋଗୁ ଭାରତରେ ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି ପାଉଥିଲା। ଏହା ଆତଙ୍କବାଦର ମୁଖ୍ୟ କାରଣ ଥିଲା। ଅନୁଚ୍ଛେଦ ୩୭୦ ଯୋଗୁ ଜମ୍ମୁ-କଶ୍ମୀରର ବିକାଶରେ ବାଧା ସୃଷ୍ଟି ହେଉଥିଲା। ସ୍ଥାନୀୟ ଯୁବବର୍ଗଙ୍କ ବିକାଶ ପାଇଁ ଯୋଜନା କରାଯାଇଥିବା ସେ କହିଛନ୍ତି। ଅଗାମୀ ୫ ବର୍ଷ ମଧ୍ୟରେ ଭାରତର ଅର୍ଥବ୍ୟବସ୍ଥା ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚିବ। ଏହାଯୋଗୁ ଦେଶର ସ୍ଥିତି ସୁଦୃଢ଼ ହୋଇପାରିବ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍ କାହିଁକି ବନ୍ଦ ହେଲା LPG ସବସିଡି? ଜାଣନ୍ତୁ ଏହା ପଛର ପ୍ରକୃତ କାରଣ

ନୂଆଦିଲ୍ଲୀ,୨୮।୫: ଭାରତରେ ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଶ୍ରେଣୀର କୋଟି କୋଟି ପରିବାର ପାଇଁ ଏଲପିଜି ସିଲିଣ୍ଡର (LPG Cylinder) ଉପରେ ମିଳୁଥିବା ସବସିଡି ଏକ ବଡ଼…

NEET Leak; ରାଜନାଥଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ, ଘୋଷଣା କରି କହିଲେ….

ନୂଆଦିଲ୍ଲୀ, ୨୮।୫: NEET ପେପର୍ ଲିକ୍ ବିବାଦ ପରେ, କେନ୍ଦ୍ର ସରକାର ପରୀକ୍ଷା ବ୍ୟବସ୍ଥାକୁ ଆହୁରି ସୁରକ୍ଷିତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ବିଚାର…

ରାତିରେ ନିଦ ହେଉନି କି? ଶୋଇବା ପୂର୍ବରୁ କରନ୍ତୁ ଏହି କାମ…

ଆଜିକାଲି ବହୁତ ଲୋକ ଅନିଦ୍ରାରେ ପୀଡ଼ିତ। ବିଳମ୍ବିତ ରାତିରେ ଚେଇଁବା, ବାରମ୍ବାର ଉଠିବା ଏବଂ ସକାଳେ କ୍ଳାନ୍ତ ଅନୁଭବ କରିବା ଏକ ସାଧାରଣ କଥା ହୋଇଗଲାଣି। ସ୍ବାସ୍ଥ୍ୟ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଦେଢ ବର୍ଷ ସରକାରରେ ଏତେ ଦେଶ ଉପରେ ଆକ୍ରମଣ କରିଛନ୍ତି ଟ୍ରମ୍ପ, ଜାଣିଲେ ତାଜୁବ ହେବେ…

ଓ଼୍ବାଶିଂଟନ,୨୮।୫: ରାଷ୍ଟ୍ରପତି ହେବା ପରଠାରୁ, ଟ୍ରମ୍ପ ଦେଶଗୁଡ଼ିକର ଏକ ଆଶ୍ଚର୍ଯ୍ୟଜନକ ତାଲିକା ପ୍ରସ୍ତୁତ କରିଛନ୍ତି ଯେଉଁ ଦେଶଗୁଡ଼ିକୁ ସେ ଆକ୍ରମଣ କରିବାକୁ ଧମକ ଦେଇଛନ୍ତି ଏବଂ କିଛି…

ବିନା ପେଟ୍ରୋଲ୍‌ରେ ଚାଲିବ ବାଇକ୍‌! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍‌; ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ…

‘VVIPଙ୍କ ଗସ୍ତ ସୂଚନା ଲିକ୍‌ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୫: ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍‌ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ।…

ମା’ଙ୍କୁ ନେଇ ହସ୍ପିଟାଲ ଯାଉଥିବା ବେଳେ ଜଳିଗଲା କାର୍; ୪ ଜୀବନ୍ତ ଦଗ୍ଧ, ଜିଲା ପରିଷଦ…

ଜୟପୁର,୨୮ା୫:  ରାଜସ୍ଥାନର ଆଜମେର ଜିଲାର ବୋରାଡା ପୋଲିସ ଷ୍ଟେସନ ଅଞ୍ଚଳର ଶ୍ରୀରାମପୁରା ଗାଁରେ ଗୁରୁବାର ସକାଳେ ଏକ ହୃଦୟ ବିଦାରକ ଦୁଃଖଦ ଘଟଣା ଘଟିଛି । ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri