Posted inଜାତୀୟ

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ବିଏସ୍‌ଏଫ୍‌ ଦେଲା କଡ଼ା ଜବାବ

ଶ୍ରୀନଗର,୬।୧୦: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। କିଛି ଆତଙ୍କବାଦୀ କୁପଓ୍ବାରା ଜିଲାର ନୌଗାମ୍‌ ସେକ୍ଟରରେ ରବିବାର ଅନୁପ୍ରବେଶ କରୁଥିବାବେଳେ ବିଏସ୍‌ଏଫ୍‌ ଯବାନଙ୍କ ପାଲଟା ଜବାବରେ ପାକିସ୍ତାନ ଅଧିକୃତ କଶ୍ମୀରକୁ ଫେରି ପଳାଇଛନ୍ତି। ପାକିସ୍ତାନ ଲଞ୍ଚ୍‌ ପ୍ୟାଡ୍‌ରେ ଶହେରୁ ଅଧିକ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ପ୍ରସ୍ତୁତ ହୋଇ ରହିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ମାଛଲି ସେକ୍ଟରର ତେଜିୟାଂରେ ଲଶ୍କର-ଇ-ତୋଏବାର ୪-୫ ଦଳ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରିଥିବାବେଳେ କୃଷ୍ଣା ଘାଟି ସେକ୍ଟରର ବଟାଲି ମୋହାଲିଠାରେ ୨ ଆତଙ୍କବାଦୀ ଦଳ, କେଜି ସେକ୍ଟରର ନଟ୍ଟାରଠାରେ ୨ ଦଳ ଅନୁପ୍ରବେଶ ଲାଗି ଯୋଜନା କରୁଥିବା ରିପୋର୍ଟରେ ଦର୍ଶାଯାଇଛି। ସେହିପରି ବିଜି ସେକ୍ଟରର ନିକଟରେ ଥିବା ପାକିସ୍ତାନ ଅଧିକୃତ କଶ୍ମୀରର ସଲହୁନ୍‌ ଏବଂ ମାତରିଆଠାରେ ଜୈଶ୍‌-ଇ-ମହମ୍ମଦ୍‌ ୫୦ ଏବଂ ଲଶ୍କର-ଇ-ତୋଏବାର ୩୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ପ୍ରସ୍ତୁତ ହୋଇ ରହିଛନ୍ତି। କେରନ୍‌ ସେକ୍ଟରରେ ଅଲ୍‌-ବଦର ଏବଂ ଲଶ୍କର ସଂଗଠନର ୯୦ ଆତଙ୍କବାଦୀ ଭାରତରେ ପ୍ରବେଶ କରିବାକୁ ସୁଯୋଗକୁ ଅପେକ୍ଷା କରିଥିବା ଏହି ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଚ୍‌ଆଇଭି ବିରୋଧରେ ବୈଜ୍ଞାନିକଙ୍କ ବଡ଼ ସଫଳତା! ମାଙ୍କଡ଼ ଉପରେ ଚମକପ୍ରଦ ପରୀକ୍ଷା

ଓ୍ବାଂଶିଟନ୍‌, ୨୮।୧୦: ଏଡ୍‌ସ (ଏଚ୍‌ଆଇଭି) ସୃଷ୍ଟିକାରୀ ଭୂତାଣୁ ଶରୀରରେ ଲୁଚି ରହିବାର କ୍ଷମତା ରଖିଥାଏ। ଔଷଧ ଖାଇବା ବନ୍ଦ କରିଦେଲେ ଏହି ଲୁକ୍କାୟିତ ଭୂତାଣୁ ପୁନର୍ବାର ସକ୍ରିୟ…

ନିୟମରେ ବଡ଼ ପରିବର୍ତ୍ତନ! ମାତ୍ର ୧୫୦୦ ଟଙ୍କାରେ ମିଳିବ ବାର୍ଷିକ FASTag ପାସ୍‌, ଜାଣଣନ୍ତୁ କିପରି

ନୂଆଦିଲ୍ଲୀ,୨୮।୧୦(ପି.ଟି.): ଜାତୀୟ ରାଜପଥ (ଏନ୍‌ଏଚ୍‌) ଟୋଲ୍‌ ପ୍ଲାଜାର ୨୦ କିଲୋମିଟର ପରିସର ମଧ୍ୟରେ ବସବାସ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଆସନ୍ତା ନଭେମ୍ବର ୧ରୁ ନୂଆ ବାର୍ଷିକ ରିହାତି…

ଅଭିଷେକଙ୍କ ‘ଝଡ଼’ ଦେଖି କଡ଼ା ବାର୍ତ୍ତା ଦେଲେ ଗୌତମ ଗମ୍ଭୀର: ମାତ୍ର ୨ଟି ଶବ୍ଦରେ କହିଲେ…

ନୂଆଦିଲ୍ଲୀ,୨୯।୧୦:ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତ ୬ ଉଇକେଟ୍‌ର ଦମଦାର ବିଜୟ ହାସଲ କରିଛି। ଏହି ବିଜୟ ସହ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ରେ…

ବାତ୍ୟା ଅର୍ଣ୍ଣବ: ଛତିଶଗଡ଼ ମୁହାଁଇବା ବେଳେ ଓଡ଼ିଶା ଉପରେ ପଡ଼ିବ ବଡ଼ ପ୍ରଭାବ, ଦକ୍ଷିଣ ଓଡ଼ିଶାରେ ପବନ…

ଭୁବନେଶ୍ଵର: ଅତି ଭୀଷଣ ବାତ୍ୟା ‘ଅର୍ଣ୍ଣବ’ ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଜାରି ରହିଛି । କିଛି ସମୟ ମଧ୍ୟରେ ଏହି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ ।…

୧୯ ବଲ୍‌ରେ ୪୫ ରନ୍‌ ସତ୍ତ୍ୱେ ବୈଭବଙ୍କୁ ମିଳିବନି ସୁଯୋଗ? ଦିନେଶ କାର୍ତ୍ତିକ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଦମ୍‌ଦାର ପ୍ରଦର୍ଶନ କରିଛି । ଅଭିଷେକ ଶର୍ମା ଓ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ…

ବାଇଗଣର ଅଭାବୀ ବିକ୍ରି, ଚିନ୍ତାରେ ଚାଷୀ: କିଲୋ ପ୍ରତି ବିକ୍ରି ହେଉଛି…

ବରଗଡ଼,୨୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷ, ଚାଷୀଙ୍କ ସମସ୍ୟା ଅସମାହିତ ରହିଛି। ଏଠାରେ କେବଳ ଧାନ ନୁହେଁ, ଅଣଧାନ ଫସଲରେ ମଧ୍ୟ ଚାଷୀମାନଙ୍କୁ ଅଭାବୀ ବିକ୍ରିର ସମ୍ମୁଖୀନ ହେବାକୁ…

ଅଭିଷେକ-ବୈଭବଙ୍କୁ ଦେଖି ଶ୍ରେୟସ ଆୟରଙ୍କ ମୁଣ୍ଡ ଘୂରିଲା: କହୁ କହୁ କହିଦେଲେ…

ୱେଲିଂଟନ,୨୮।୧୦: ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା ଓ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ ଦେଖି ଚକିତ ହୋଇଯାଇଛନ୍ତି ଶ୍ରେୟସ ଆୟର। ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି-୨୦…

ପ୍ରବଳ ବର୍ଷା-ପବନ ସମ୍ଭାବନା: ରେଡ୍‌ ଓ୍ବାର୍ନିଂରେ ଓଡ଼ିଶାର ୭ ଜିଲା

ଭୁବନେଶ୍ୱର,୨୮ା୧୦(ବନ୍ଦନା ସେଠୀ/ପିଟି):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅର୍ଣ୍ଣବ’ ଅତି ଭୀଷଣ ରୂପ ନେବା ପରେ ମଙ୍ଗଳବାର ରାତି ପ୍ରାୟ ୧୨ଟାରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ନିକଟ ଦକ୍ଷିଣ ୟାନମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?